ବରିଷ୍ଠ କଂଗ୍ରେସ ନେତା ଅହମଦ ପଟେଲଙ୍କ ଅବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଅହମଦ ପଟେଲଙ୍କ ଅବସ୍ଥା ଗୁରୁତର ହୋଇଛି। ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ଏହି କାରଣରୁ ତାଙ୍କୁ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ଅବସ୍ଥା ସ୍ଥିର ରହିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଆକ୍ରାନ୍ତ ହୋଇ ୭୧ ବର୍ଷୀୟ ପଟେଲ ଫରିଦାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତ […]

c

c

Hemant Lenka
  • Published: Monday, 16 November 2020
  • Updated: 16 November 2020, 03:26 PM IST

Sports

Latest News

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଅହମଦ ପଟେଲଙ୍କ ଅବସ୍ଥା ଗୁରୁତର ହୋଇଛି। ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ଏହି କାରଣରୁ ତାଙ୍କୁ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ଅବସ୍ଥା ସ୍ଥିର ରହିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

କରୋନାରେ ଆକ୍ରାନ୍ତ ହୋଇ ୭୧ ବର୍ଷୀୟ ପଟେଲ ଫରିଦାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତ ଶୁକ୍ରବାର ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ରବିବାର ରାତିରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁକୁ ନିଆଯାଇଛି।

ପଟେଲଙ୍କ ପୁଅ ଫୈଜଲ ଟ୍ୱିଟ କରି କହିଛନ୍ତି, “କିଛି ସପ୍ତାହ ତଳେ ଅହମଦ ପଟେଲ କରୋନାରେ ଆକ୍ରାନ୍ତ ହୋଇଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି।

ତାଙ୍କ ଅବସ୍ଥା ସ୍ଥିର ରହିଛି ଓ ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ଆମେ ସମସ୍ତେ ମିଳିତ ଭାବେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରାର୍ଥନା କରିବା।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story