ନୂଆଦିଲ୍ଲୀ: ୨୪ ବର୍ଷ ପରେ ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ସାଂସଦ ଭାବରେ ଶପଥ ଗ୍ରହଣ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ସୁପ୍ରିମୋ ଦେବଗୌଡ଼ା। ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁଙ୍କ ଉପସ୍ଥିତିରେ ଦେବଗୌଡ଼ା କନ୍ନଡରେ ଶପଥ ଗ୍ରହଣ କରିଥିଲେ।
ଜୁନ୍ ୧୨ରେ ବିରୋଧୀ କଂଗ୍ରେସ ସହଯୋଗରେ କର୍ଣ୍ଣାଟକରୁ ୮୭ ବର୍ଷୀୟ ଦେବଗୌଡ଼ା ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେତେବେଳେ ୬୧ ନୂଆ ସଦସ୍ୟଙ୍କ ମଧ୍ୟରୁ ୪୫ ଜଣ ଜୁଲାଇ ୨୨ ରେ ସଂସଦ ଗୃହରେ ଶପଥ ନେଇଥିଲେ। ହେଲେ ଗୌଡ଼ା ବରିଷ୍ଠ ନାଗରିକ ହୋଇଥିବାକୁ କରୋନା ପାଇଁ ଦିଲ୍ଲୀ ଆସିପାରିନଥିଲେ।
୨୩ ସେପ୍ଟେମ୍ୱର ୧୯୯୬ରୁ ୯ ଏପ୍ରିଲ ୧୯୯୮ ଯାଏ ସେ ରାଜ୍ୟସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ। ଏହି ସମୟରେ ସେ ଦେଶର ଏଗାର ତମ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଥିଲେ। ଏବେ୨୪ ବର୍ଷ ପରେ ଗୌଡା ଦ୍ୱିତୀୟ ଥର ପାଇଁ ରାଜ୍ୟସଭାରେ ପାଦ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।