ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁଣିଥରେ ଟାର୍ଗେଟ କରିଛନ୍ତି କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ। ଚୀନ୍ ସହିତ ସୀମା ବିବାଦ ଚାଲିଥିବାବେଳେ ରାହୁଲ ଗାନ୍ଧୀ ମୋଦିଙ୍କୁ ପୁଣିଥରେ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସେନା ଉପରେ ବିଶ୍ୱାସ କରନ୍ତି ନାହିଁ ବୋଲି ଟ୍ୱିଟ୍ କରି ସେ କହିଛନ୍ତି।
https://twitter.com/RahulGandhi/status/1294826484561932289
ରାହୁଲ ଗାନ୍ଧୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟତୀତ ଆମ ସେନାର ସାମର୍ଥ୍ୟ ଉପରେ ସମସ୍ତଙ୍କର ବିଶ୍ୱାସ ରହିଛି। ହେଲେ ତାଙ୍କ (ମୋଦିଙ୍କ) ପାଇଁ ଚୀନ୍ ଆମ ଜମିକୁ ଦଖଲ କରିଛି ଏବଂ ତାଙ୍କ (ମୋଦିଙ୍କ) ପାଇଁ ଚୀନ୍ ଭାରତରେ ନିଜର ଅଧିକାର ବଜାୟ ରଖିବ।
ଚୀନ୍ ପ୍ରସଙ୍ଗରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କୁ ବାରମ୍ୱାର ଟାର୍ଗେଟ କରୁଛନ୍ତି। ଚୀନ୍ ସୀମାରେ କ’ଣ ଚାଲିଛି ସରକାର ସଠିକ୍ ସୂଚନା ଦେଉ ନାହାଁନ୍ତି। ପୂର୍ବରୁ ରାହୁଲ ମୋଦିଙ୍କୁ ନେଇ ଏଭଳି ଭିଡିଓ ଜାରି କରି ସାରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।