ନ୍ୟୁୟର୍କ: ଖ୍ରୀଷ୍ଟମାସ ଅବସରରେ ବିସ୍ଫୋରଣ। ତିନି ଜଣ ଆହତ ହୋଇଛନ୍ତି। ଆମେରିକାର ନୌଶଭିଲ୍ ପାର୍କିଂରେ କିଛି ଗାଡି ଛିଡ଼ା ହୋଇଥିବା ବେଳେ ବିସ୍ଫୋରଣ ହେବାରୁ ଅଗ୍ନିକାଣ୍ଡ ଘଟିଛି। ଏହି ବିସ୍ପୋରଣ ଷଡ଼ଯନ୍ତ୍ର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସକାଳ ପ୍ରାୟ ୬ଟା ୩୦ରେ ପୁଲିସର ମୁଖପାତ୍ର ଡନ୍ ଆରୋନ୍ ଏହା କହିଛନ୍ତି। କେହି ଉଦ୍ଦେଶ୍ୟମୂଳକ ଭାବେ ଏହା କରିଛି ବୋଲି ସେ କହିଛନ୍ତି। ଆହତ ତିନି ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଏବଂ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛନ୍ତି।
https://twitter.com/thejimmyhall/status/1342458824628850690?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।