ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍ ପଡ଼ିଲା ମାସ୍କ ଓ ସାନିଟାଇଜର

ନୂଆଦିଲ୍ଲୀ: କରୋନା ମାହାମାରୀକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମାସ୍କ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ରଖିଥିଲେ। ହେଲେ ଏବେ କରୋନା ଉତ୍କଟ ସ୍ଥିତିରେ ପହଞ୍ଚିଥିବା ବେଳେ ମାସ୍କ ଓ ସାନିଟାଇଜରକୁ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ ଦେଇଛନ୍ତି। କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରଣାଳୟ ନୂଆ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାକୁ ଆଜି ଅନୁମତି ଦେଇଛି। ହେଲେ ଏଥିରେ କରୋନାର ଦୁଇ ପ୍ରମୁଖ ଅସ୍ତ୍ର କୁହାଯାଉଥିବା ମାସ୍କ ଓ ସାନିଟାଇଜର ନାହିଁ। ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ […]

dy

dy

Hemant Lenka
  • Published: Tuesday, 07 July 2020
  • Updated: 07 July 2020, 04:46 PM IST

Sports

Latest News

ନୂଆଦିଲ୍ଲୀ: କରୋନା ମାହାମାରୀକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମାସ୍କ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ରଖିଥିଲେ। ହେଲେ ଏବେ କରୋନା ଉତ୍କଟ ସ୍ଥିତିରେ ପହଞ୍ଚିଥିବା ବେଳେ ମାସ୍କ ଓ ସାନିଟାଇଜରକୁ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ ଦେଇଛନ୍ତି।

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରଣାଳୟ ନୂଆ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାକୁ ଆଜି ଅନୁମତି ଦେଇଛି। ହେଲେ ଏଥିରେ କରୋନାର ଦୁଇ ପ୍ରମୁଖ ଅସ୍ତ୍ର କୁହାଯାଉଥିବା ମାସ୍କ ଓ ସାନିଟାଇଜର ନାହିଁ।

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ଏହା ବାଦ୍‌ ପଡ଼ିଥିବାରୁ ଏବେ ଏହାର ଦର, ଷ୍ଟୋରେଜ ଓ ମାର୍କେଟିଂ ବ୍ୟବସାୟୀମାନେ ନିଜ ଇଚ୍ଛାରେ କରିପାରିବେ। ଦେଶରେ କରୋନା ସଂକ୍ରମଣ ବଢ଼ିବା ସହ ମାସ୍କ ଓ ସାନିଟାଇଜରର ଚାହିଦା ବଢ଼ୁଛି। ଏଭଳି ସ୍ଥିତିରେ ସରକାର ଏହାକୁ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ଦେବାର କାରଣ କ’ଣ ବୋଲି ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛି। ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ମାସ୍କ ଓ ସାନିଟାଇଜର ବାଦ୍‌ ପଡ଼ିଥିବାରୁ ବ୍ୟବସାୟୀମାନେ ମନଇଚ୍ଛା ଦର ବୃଦ୍ଧି କରିବାର ଆଶଙ୍କା ମଧ୍ୟ ରହିଛି।

ଅନ୍ୟପକ୍ଷରେ ବିଭିନ୍ନ ରାଜ୍ୟରେ ଆବଶ୍ୟକ ଅନୁଯାୟୀ ମାସ୍କ ଓ ସାନିଟାଇଜର ରହିଛି। ଲୋକେ ଏହାକୁ ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ତଥ୍ୟ ମିଳିବା ପରେ କେନ୍ଦ୍ର ସରକାର ଏମିତି ନିଷ୍ପତ୍ତି ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story