କୋଲକାତା: ନକଲି ନୋଟ କାରବାର ମାମଲାରେ ପଶ୍ଚିମବଙ୍ଗରେ ଜଣଙ୍କୁ ଗିରଫ କରିଛି ସ୍ପେଶାଲ ଟାସ୍କ ଫୋର୍ସ। ଗିରଫ ବ୍ୟକ୍ତି ୨୯ ବର୍ଷୀୟ ମହମ୍ମଦ ଅଶରପୁଲ ବୋଲି ଜଣାପଡ଼ିଛି। ଡି.ଏଲ ଖାନ ରୋଡରେ ନକଲି ନୋଟ କାରବାର ଚାଲିଥିବା ନେଇ ସ୍ପେଶାଲ ଟାସ୍କ ଫୋର୍ସ ପ୍ରାଥମିକ ରିପୋର୍ଟରୁ ଜାଣିବାକୁ ପାଇଥିଲା। ଏହାପରେ ରେଡ୍ କରି ୨୯ ବର୍ଷୀୟ ମହମ୍ମଦ ଅଶରପୁଲକ ଗତକାଲି ଗିରଫ କରିଥିଲା ସ୍ପେଶାଲ ଟାକ୍ସ ଫୋର୍ସ।
ରେଡ୍ ବେଳେ ମହମ୍ମଦ ଅଶରପୁଲ ପାଖରୁ ୧ ଲକ୍ଷ ଟଙ୍କାର ନକଲି ନୋଟ ଜବତ ହୋଇଥିବା ଆଜି ପୁଲିସ ସୂଚନା ଦେଇଛି। ସବୁଠୁ ବଡ଼ କଥା ହେଲା ବିମୁଦ୍ରିକରଣ ବେଳେ ଜବତ ହୋଇଥିବା ହଜାରେ ଟଙ୍କିଆ ନୋଟ ବନ୍ଦ କରିଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।