ଚେନ୍ନାଇ: ଆଖି ବୁଜିଲେ ଜହ୍ନମାମୁଁ ପତ୍ରିକାର ପ୍ରସିଦ୍ଧ ଚିତ୍ରକର ତଥା କାର୍ଟୁନିଷ୍ଟ କେ.ସି ଶିବଶଙ୍କର । ୯୭ ବର୍ଷ ବୟସରେ ମଙ୍ଗଳବାର ଚେନ୍ନାଇରେ ତାଙ୍କର ପରଲୋକ ଘଟିଛି ।
୧୯୨୪ରେ ଜନ୍ମିତ ଶିବଶଙ୍କର ୧୯୪୭ ମସିହାରେ ଜହ୍ନମାମୁଁରେ ଯୋଗ ଦେଇଥିଲେ । ସେ ଏହାର ପ୍ରାରମ୍ଭିକ ସଦସ୍ୟଙ୍କ ମଧ୍ୟରୁ ଅନ୍ୟତମ ଥିଲେ । ଜହ୍ନମାମୁଁରେ ତାଙ୍କ ପୁରା ଜୀବନକାଳ କଟିଥିଲା। ଜହ୍ନମାମୁଁ ପତ୍ରିକା ବନ୍ଦ ହେବା ପର୍ଯ୍ୟନ୍ତ ସେ ସେଥିରେ କାର୍ଯ୍ୟ କରୁଥିଲେ ।
ଅଶି ଓ ନବେ ଦଶକରେ ବେଶ୍ ଲୋକପ୍ରିୟତା ପାଇଥିଲା ଚନ୍ଦାମାମା ଅଥବା ଜହ୍ନମାମୁଁ ପତ୍ରିକା । ପ୍ରତିଟି ଭାରତୀୟ କିଶୋର ନିଜ ମାତୃଭାଷାରେ ଜହ୍ନମାମୁଁ ପଢିବାକୁ ଭଲ ପାଉଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।