ଆଉ ଜଣେ ଆପ୍‌ ବିଧାୟକଙ୍କ ନାଁରେ ମାମଲା

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି (ଆପ୍‌)ର ଆଉ ଜଣେ ବିଧାୟକଙ୍କ ନାଁରେ ମାମଲା ରୁଜୁ ହୋଇଛି। ସେ ହେଉଛନ୍ତି, ଉତ୍ତର ନଗର ବିଧାୟକ ନରେସ ବାଲ୍ୟାନ୍‌। ଅନ୍ୟପକ୍ଷରେ ବିଧାୟକଙ୍କ ସମର୍ଥକମାନେ ମଧ୍ୟ ଅନ୍ୟ ଗୋଷ୍ଠୀଙ୍କ ବିରୋଧରେ ମାରପିଟ୍‌ ମାମଲା ରୁଜୁ କରିଛନ୍ତି। ଗତକାଲି ଉଭୟ ପକ୍ଷରୁ ମାମଲା ରୁଜୁ ହୋଇଥିଲା।

ମୋହନ ଗାର୍ଡନ୍‌ରେ ରହୁଥିବା ଆରଡବ୍ଲ୍ୟୁ ସଦସ୍ୟ ହେନେରୀ ଜଜ୍‌ ଅଭିଯୋଗ କରିଛନ୍ତି ଯେ ବିଧାୟକ ଓ ତାଙ୍କ ସମର୍ଥକମାନେ ଅଫିସ୍‌ ଆସି ମାରିପିଟ୍‌ କରିଛନ୍ତି।

ଏହି ମାମଲା ଉପରେ ଡିସିପି ବିଜୟ କୁମାର କହିଛନ୍ତି,“ଉଭୟ ପକ୍ଷରୁ ହୋଇଥିବା ଅଭିଯୋଗ ଆଧାରରେ ପୋଲିସ୍‌ ମାମଲା ଦାୟର କରିଛି। ଏ ନେଇ ପୋଲିସ୍‌ ତଦନ୍ତ କରୁଛି।”

ଆହୁରି ପଢ଼ନ୍ତୁ

ଦେଶରେ ମୃତ୍ୟୁହାର ୨% ତଳକୁ ଖସିଲା, ଜାଣନ୍ତୁ ଏବେ କେତେ ପ୍ରତିଶତ ରହିଛି

କରୋନାରେ ଆକ୍ରାନ୍ତ ରାହତ ଇନ୍ଦୋରୀଙ୍କ ପରଲୋକ

ରାସ୍ତା କଡ଼ ଦୋକାନୀଙ୍କ ଠେଲା ଗାଡ଼ି ଓଲଟାଇ ଦେଲେ ପୁଲିସ ବାବୁ, ଭିଡିଓ ଭାଇରାଲ

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣା: ପୁଲିସର ଦ୍ୱାରସ୍ଥ ହେଲେ ସୁରଜ ପାଞ୍ଚୋଲି

୧୦୨ ଦିନ ପରେ ନ୍ୟୁଜିଲ୍ୟାଣ୍ଡକୁ ଫେରିଲା କରୋନା

ମାସ୍କ ନ ପିନ୍ଧି ଯୁକ୍ତି କଲେ ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ

ବାପାପୁଅଙ୍କ ହାଜତ ମୃତ୍ୟୁ ମାମଲାର ଅଭିଯୁକ୍ତ ପୁଲିସ୍‌ ଅଧିକାରୀ କରୋନାରେ ମୃତ

ଏହି ୧୦ ରାଜ୍ୟ କରୋନାକୁ ହରାଇ ପାରିଲେ ଭାରତ ଜିତିବ ବୋଲି କହିଲେ ମୋଦି

ଗେହଲଟଙ୍କ ନିକମା ଶବ୍ଦରେ ଆଘାତ ପାଇଥିବା କହିଲେ ସଚିନ ପାଇଲଟ

ରୁଷ ବାହାର କଲା ପ୍ରଥମ କରୋନା ଟିକା, ପୁଟିନଙ୍କ ଝିଅଙ୍କୁ ଦିଆଗଲା

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ନୂଆ ଆଇନ ପ୍ରଣୟନ ପୂର୍ବରୁ ବାପାଙ୍କ ମୃତ୍ୟୁ ହୋଇଥିଲେ ବି ଝିଅକୁ ମିଳିବ ସମ୍ପତ୍ତିର ଭାଗ