ମୁମ୍ବାଇ: ମୁମ୍ବାଇର ଏକ କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏହି କୋଠାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) କାର୍ଯ୍ୟାଳୟ ରହିଛି। ବଲାର୍ଡ ଇଷ୍ଟେଟରେ ଅବସ୍ଥିତ ଏକ୍ସଚେଞ୍ଜ ବିଲଡିଂରେ ଏହି ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ଟିମ୍ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ଜଣାପଡ଼ିଛି। ତେବେ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ।
ବିଲ୍ଡିଂର ଦ୍ୱିତୀୟ ମହଲାରୁ ନିଆଁ ଲିଭିନଥିବା ଦେଖିବାକୁ ମିଳିଛି। ଏନସିବି କାର୍ଯ୍ୟାଳୟ ତୃତୀୟ ମହଲାରେ ରହିଛି। ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲଙ୍କ୍ ସାମ୍ନାକୁ ଆସିଛି। ଏବେ ଏହି ମାମଲା ଏନସିବି ଏହି ଅଫିସରେ ତଦନ୍ତ କରୁଛି।
https://twitter.com/ANI/status/1307953905624522752
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।