ଷ୍ଟେଟ ବ୍ୟାଙ୍କ ବ୍ରାଞ୍ଚରେ ଭୟଙ୍କର ଅଗ୍ନିକାଣ୍ଡ

ଚଣ୍ଡିଗଡ଼: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଚଣ୍ଡିଗଡ଼ ସ୍ଥିତ ସେକ୍ଟର ୧୭ରେ ଥିବା ବ୍ରାଞ୍ଚରେ ଆଜି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ବେଳେ ବ୍ୟାଙ୍କ ମଧ୍ୟରେ ୨୨ ଜଣ କର୍ମଚାରୀ ଥିଲେ। ତେବେ ସମସ୍ତଙ୍କୁ ସୁରକ୍ଷିତ ବାହାରକୁ ଅଣାଯାଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇ ଦମକଳ ବାହିନୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ବ୍ୟାଙ୍କରେ ନିଆଁ ଲାଗି କ’ଣ କ୍ଷୟକ୍ଷତି ହୋଇଛି, ତାହା ଜଣାପଡ଼ିନାହିଁ।

i

i

Hemant Lenka
  • Published: Tuesday, 28 May 2019
  • Updated: 28 May 2019, 06:23 PM IST

Sports

Latest News

ଚଣ୍ଡିଗଡ଼: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଚଣ୍ଡିଗଡ଼ ସ୍ଥିତ ସେକ୍ଟର ୧୭ରେ ଥିବା ବ୍ରାଞ୍ଚରେ ଆଜି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ବେଳେ ବ୍ୟାଙ୍କ ମଧ୍ୟରେ ୨୨ ଜଣ କର୍ମଚାରୀ ଥିଲେ। ତେବେ ସମସ୍ତଙ୍କୁ ସୁରକ୍ଷିତ ବାହାରକୁ ଅଣାଯାଇଥିବା ଜଣାପଡ଼ିଛି।

ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇ ଦମକଳ ବାହିନୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ବ୍ୟାଙ୍କରେ ନିଆଁ ଲାଗି କ’ଣ କ୍ଷୟକ୍ଷତି ହୋଇଛି, ତାହା ଜଣାପଡ଼ିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story