ମୁମ୍ବାଇ:ମହାରାଷ୍ଟ୍ରର ଦକ୍ଷିଣ ମୁମ୍ବାଇଠାରେ ନିର୍ମାଣାଧୀନ ଯୁଦ୍ଧ ଜାହାଜ ‘ଆଇଏନ୍ଏସ୍ ବିଶାଖାପଟନମ୍’ରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁର ମାତ୍ରା ଲେଭେଲ ୩ ରହିଥିବା ଜଣାପଡ଼ିଛି। ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା ଚଳାଇଛନ୍ତି। ଶେଷ ଖବର ସୁଦ୍ଧା କେହି ମୃତାହତ ହୋଇଥିବାର ସୂଚନା ମିଳିନାହିଁ। ତେବେ ଜଣେ ଏବେ ମଧ୍ୟ ଫସିରହିଥିବା ସନ୍ଦେହ କରାଯାଉଛି। ତାଙ୍କୁ ଉଦ୍ଧାର କରିବାକୁ ସମସ୍ତ ପ୍ରୟାସ ଚାଲୁ ରହିଛି।
ଜାହାଜର ଦ୍ୱିତୀୟ ଏବଂ ତୃତୀୟ ଡେକ୍ରେ ନିଆଁ ଲାଗିଛି। ସନ୍ଧ୍ୟା ୫.୪୪ ବେଳକୁ ଏହି ଜାହାଜରେ ନିଆଁ ଲାଗିଥିଲା। ତଦନ୍ତ ପରେ ନିଆଁ ଲାଗିବାର କାରଣ ଜଣାପଡ଼ିବ ବୋଲି ସହରର ଅଗ୍ନିଶମ ବିଭାଗ ମୁଖ୍ୟ ପିଏସ୍ ରାହାଙ୍ଗଦଲେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।