ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ: ମୁମ୍ବାଇର ନାଗପଡ଼ା ଅଞ୍ଚଳରେ ଥିବା ଏକ ସପିଂ ମଲ୍‌ରେ ଗତକାଲି ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।  ଶଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ୮ ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି । ସମସ୍ତ ଲୋକଙ୍କୁ ମଲ୍ ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଗତ ରାତିରେ ମଲ୍ ଭିତରୁ […]

mall

mall

Niharika Rout
  • Published: Friday, 23 October 2020
  • Updated: 23 October 2020, 08:58 AM IST

ମୁମ୍ବାଇ: ମୁମ୍ବାଇର ନାଗପଡ଼ା ଅଞ୍ଚଳରେ ଥିବା ଏକ ସପିଂ ମଲ୍‌ରେ ଗତକାଲି ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।  ଶଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ୮ ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି । ସମସ୍ତ ଲୋକଙ୍କୁ ମଲ୍ ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଗତ ରାତିରେ ମଲ୍ ଭିତରୁ ହଠାତ୍ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଦେଖୁ ଦେଖୁ  ଚାରିଆଡ଼ ଧୂଆଁମୟ ହୋଇଯାଇଥିବା ବେଳେ ନିଆଁ ମଲ୍‌ରେ ବ୍ୟାପିଯାଇଥିଲା । ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story