ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀସ୍ଥିତ ଏମସରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ଏମ୍ସର ଜରୁରୀକାଳୀନ ୱାର୍ଡ ନିକଟ ପିସି ବ୍ଲକ୍ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଜରୁରୀକାଳୀନ ୱାର୍ଡ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବାରୁ ଏଠାରେ ଥିବା ରୋଗୀଙ୍କୁ ଅନ୍ୟ ୱାର୍ଡକୁ ନିଆଯାଇଛି। ଶେଷ ଖବର ସୁଦ୍ଧା ଏଥିରେ କେହି ମୃତାହତ ହୋଇନାହାନ୍ତି।
ଅର୍ଥପେଡିକ୍ ୟୁନିଟ୍ର ରୋଗୀମାନଙ୍କୁ ମଧ୍ୟ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଉଛି। ଘଟଣାସ୍ଥଳରେ ୩୪ଟି ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ତେବେ ଖବର ଅନୁସାରେ ପ୍ରଥମ ମହଲାରେ ନିଆଁ ଲାଗିଥିଲା। ତେବେ ଅନ୍ୟ ମହଲାକୁ ଧୂଆଁ ବ୍ୟାପିବାକୁ ଆରମ୍ଭ କରିଥିଲା।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀ ଏହି ହସ୍ପିଟାଲରେ ଥିଲେ ହେଁ ସେ ଅଲଗା କୋଠାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।