ୱାଶିଂଟନ୍: ଆମେରିକାର ବାଲଟିମୋରରେ ଗତକାଲି ବିଳମ୍ୱିତ ରାତିରେ ଗୁଳିବିନିମୟ ଘଟି ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଏକ ୩ ବର୍ଷର ଶିଶୁ ମଧ୍ୟ ଅଛି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଯେଉଁସ୍ଥାନରେ ଏହି ଘଟଣା ଘଟିଲା ଏହାର କିଛି ସମୟ ପୂର୍ବରୁ ସେଠାରେ ଏକ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ବାଲେଟିମୋର ଜଣେ ପୋଲିସ୍ ଅଧିକାରୀ ଟ୍ୱିଟ୍ରେ ଲେଖିଛନ୍ତି,“ଗୁଳିବିନିମୟ କରିବା ପାରେ ସନ୍ଦିଗ୍ଧମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି। ସନ୍ଦିଗ୍ଧମାନଙ୍କ ମଧ୍ୟରୁ ଜଣଙ୍କ ନିକଟରେ ଗୋଟିଏ ବନ୍ଧୁକ ଓ ଅନ୍ୟ ଦୁଇ ଜଣଙ୍କ ନିକଟରେ ହ୍ୟାଣ୍ଡଗନ୍ ଥିଲା। ସନ୍ଦିଗ୍ଧମାନଙ୍କ ତଲାସୀ ଚାଲିଛି।”
ସୂଚନାଯୋଗ୍ୟ ଶୁକ୍ରବାର ରାତିରେ ୱାଶିଂଟନ୍ର ଏକ ମଲ୍ରେ ହୋଇଥିବା ଗୁଳିବିନିୟମରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୪ ଘଣ୍ଟା ଭିତରେ ମାରିଦେବୁ, ସାଂସଦଙ୍କୁ ପୁଣି ହତ୍ୟା ଧମକ
ଏହି ଧମକପୂର୍ଣ୍ଣ ମେସେଜ ମିଳିବା ପରେ ପୂର୍ଣ୍ଣିଆରେ ସାଂସଦଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
Viral
ମଦ ପିଇଥିବାରୁ ବରଯାତ୍ରୀଙ୍କୁ ଚିହ୍ନି ପାରିଲେନି, ଖୁଣ୍ଟିରେ ବାନ୍ଧି ପ୍ରବଳ ପିଟିଲେ ଗାଁ ଲୋକ
ବରଯାତ୍ରୀରେ ମଦପିଇ ଯିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି।
National
ବାଂଲାଦେଶୀଙ୍କ ଚିକିତ୍ସା କରିବୁନି, ମନା କଲେ ଡାକ୍ତର
କୋଲକାତାର ଉତ୍ତର ଭାଗରେ ଥିବା ମାଣିକତଲାରେ ଅବସ୍ଥିତ ଜେଏନ୍ ରେ ହସ୍ପିଟାଲ୍ର ଡାକ୍ତରମାନେ ବାଂଲାଦେଶୀ ରୋଗୀଙ୍କୁ ଚିକିତ୍ସା ଯୋଗାଇବାକୁ ମନା କରି ଦେଇଛନ୍ତି।
National
ରେଲଓ୍ୱେ ଷ୍ଟେସନରେ ଲାଗିଲା ନିଆଁ, ଜଳିଗଲା ୨୦୦ ବାଇକ୍
ରେଲଓ୍ୱେ ଷ୍ଟେସନର ପ୍ଲାଟଫର୍ମ ନମ୍ବର-୧ରେ ଥିବା ପାର୍କିଂରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ହଠାତ୍ ସର୍ଟ ସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି।