ଜମ୍ମୁ ଓ କାଶ୍ମୀର: ୫ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁପୱାଡ଼ା ଜିଲ୍ଲାର ଦ୍ରୁଗୁମୁଲ୍ଲା ଗାଁରେ ଆଜି ପୋଲିସ୍ ଓ ସେନାର ମିଳିତ ଅପରେସନ୍‌ରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ୫ଟି ବନ୍ଧୁକ ଜବତ କରାଯାଇଛି। ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ଅନ୍ୟପକ୍ଷରେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସ୍ଥିର ରହିଛି। କୌଣସି ସୂତ୍ରୁରୁ ସୂଚନା ପାଇ ପୋଲିସ୍ ଓ ସେନାର ମିଳିତ ଟିମ୍‌ ସେଠାରେ ଚଢ଼ାଉ କରିଥିଲେ। […]

army

army

Rakesh Mallick
  • Published: Saturday, 21 May 2016
  • Updated: 21 May 2016, 04:31 PM IST

Sports

Latest News

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁପୱାଡ଼ା ଜିଲ୍ଲାର ଦ୍ରୁଗୁମୁଲ୍ଲା ଗାଁରେ ଆଜି ପୋଲିସ୍ ଓ ସେନାର ମିଳିତ ଅପରେସନ୍‌ରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ୫ଟି ବନ୍ଧୁକ ଜବତ କରାଯାଇଛି। ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ଅନ୍ୟପକ୍ଷରେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସ୍ଥିର ରହିଛି।

କୌଣସି ସୂତ୍ରୁରୁ ସୂଚନା ପାଇ ପୋଲିସ୍ ଓ ସେନାର ମିଳିତ ଟିମ୍‌ ସେଠାରେ ଚଢ଼ାଉ କରିଥିଲେ। ସର୍ଚ୍ଚ ଅପରେସନ୍ ବେଳେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story