ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର କୁପୱାଡ଼ା ଜିଲ୍ଲାର ଦ୍ରୁଗୁମୁଲ୍ଲା ଗାଁରେ ଆଜି ପୋଲିସ୍ ଓ ସେନାର ମିଳିତ ଅପରେସନ୍ରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ୫ଟି ବନ୍ଧୁକ ଜବତ କରାଯାଇଛି। ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ଅନ୍ୟପକ୍ଷରେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସ୍ଥିର ରହିଛି।
କୌଣସି ସୂତ୍ରୁରୁ ସୂଚନା ପାଇ ପୋଲିସ୍ ଓ ସେନାର ମିଳିତ ଟିମ୍ ସେଠାରେ ଚଢ଼ାଉ କରିଥିଲେ। ସର୍ଚ୍ଚ ଅପରେସନ୍ ବେଳେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।