ନୂଆଦିଲ୍ଲୀ:ଦେଶର ସବୁଠୁ ବଡ଼ ଇ-କମର୍ସ ବଜାର କୁହାଯାଉଥିବା ଫ୍ଲିପକାର୍ଟ କମ୍ପାନୀ ଇବେ-ଇଣ୍ଡିଆକୁ ନିଜ ଅଧୀନକୁ ନେଇଯାଇଛି। ୧.୪ ବିଲିୟନ ଡଲାରରେ ଇବେ-ଇଣ୍ଡିଆକୁ କିଣିନେଇଥିବା ଫ୍ଲିପ୍କାର୍ଟ ପ୍ରକାଶ କରିଛି। ଆମେରିକା କମ୍ପାନୀ ଇବେ-ଇଣ୍ଡିଆ ୫୦୦ ନିୟୁତ ଡଲାର ବିନିଯୋଗ କରିଥିଲା। କମ୍ପାନୀର କ୍ଷତି ହେବାରୁ ବିକ୍ରି ହୋଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।