ବନ୍ୟା ସ୍ଥିତି ଗମ୍ଭୀର: ୨୬ ମୃତ, ୪ ଲକ୍ଷ ଲୋକ ପ୍ରଭାବିତ

ଗୌହାଟି: ଆସାମରେ ଦିନକୁ ଦିନ ବନ୍ୟା ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ପ୍ରାୟ ୧୬ଟି ଜିଲ୍ଲା ବନ୍ୟାରେ ପ୍ରଭାବିତ ହୋଇଛି। ବନ୍ୟା ଯୋଗୁଁ ବର୍ତ୍ତମାନ ସୁଦ୍ଧା ୨୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାରେ ଗ୍ରାମାଞ୍ଚଳ ଲୋକେ ବେଶୀ ପ୍ରଭାବିତ ହୋଇଛନ୍ତି। ଏକ ହଜାର ଗାଁ ଭିତରକୁ ବନ୍ୟା ପାଣି ପଶି ଯାଇଥିବା କୁହାଯାଉଛି। ବନ୍ୟା ପ୍ରଭାବିତ ଲୋକଙ୍କ ପାଖକୁ ପ୍ରଶାସନ ପହଞ୍ଚିବା ପାଇଁ ଚେଷ୍ଟା କରୁଛି। ବେଘର […]

flood

flood

Rakesh Mallick
  • Published: Sunday, 09 July 2017
  • Updated: 10 July 2017, 08:39 AM IST

Sports

Latest News

ଗୌହାଟି: ଆସାମରେ ଦିନକୁ ଦିନ ବନ୍ୟା ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ପ୍ରାୟ ୧୬ଟି ଜିଲ୍ଲା ବନ୍ୟାରେ ପ୍ରଭାବିତ ହୋଇଛି। ବନ୍ୟା ଯୋଗୁଁ ବର୍ତ୍ତମାନ ସୁଦ୍ଧା ୨୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାରେ ଗ୍ରାମାଞ୍ଚଳ ଲୋକେ ବେଶୀ ପ୍ରଭାବିତ ହୋଇଛନ୍ତି। ଏକ ହଜାର ଗାଁ ଭିତରକୁ ବନ୍ୟା ପାଣି ପଶି ଯାଇଥିବା କୁହାଯାଉଛି।

ବନ୍ୟା ପ୍ରଭାବିତ ଲୋକଙ୍କ ପାଖକୁ ପ୍ରଶାସନ ପହଞ୍ଚିବା ପାଇଁ ଚେଷ୍ଟା କରୁଛି। ବେଘର ହୋଇଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଉଛି। ୭୪୦ରୁ ଅଧିକ ଗାଁ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଛି। ୧୪,୮୮୪ ହେକ୍ଟର ଚାଷ ଜମି ନଷ୍ଟ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story