ଟଳିଲେ ୨ ଜଣ ଆତଙ୍କବାଦୀ

ଅୱନ୍ତିପୁରା: ଜମ୍ମୁ-କଶ୍ମୀରର ଅୱନ୍ତିପୁରାରେ ଆଜି ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ପାକିସ୍ତାନରେ ସକ୍ରିୟ ଥିବା ଆତଙ୍କୀ ସଂଗଠନ ଲସ୍କର-ଏ-ତୋଇବାର ୨ ଜଣ ସଦସ୍ୟ ନିହତ ହୋଇଛନ୍ତି। ପୁଲୱାମାର ଅୱନ୍ତିପୁରାରେ ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗତକାଲି ରାତିରୁ ହିଁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଆତଙ୍କବାଦୀ ଲୁଚି ଥିବା ସ୍ଥାନରେ ସୁରକ୍ଷାକର୍ମୀମାନେ ପହଞ୍ଚିବା କ୍ଷଣି ଗୁଳି ବିନିମୟ ଆରମ୍ଭ ହୋଇଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ଇରଫାନ […]

wh

wh

Hemant Lenka
  • Published: Friday, 14 June 2019
  • Updated: 14 June 2019, 08:50 PM IST

Sports

Latest News

ଅୱନ୍ତିପୁରା: ଜମ୍ମୁ-କଶ୍ମୀରର ଅୱନ୍ତିପୁରାରେ ଆଜି ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ପାକିସ୍ତାନରେ ସକ୍ରିୟ ଥିବା ଆତଙ୍କୀ ସଂଗଠନ ଲସ୍କର-ଏ-ତୋଇବାର ୨ ଜଣ ସଦସ୍ୟ ନିହତ ହୋଇଛନ୍ତି। ପୁଲୱାମାର ଅୱନ୍ତିପୁରାରେ ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗତକାଲି ରାତିରୁ ହିଁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଆତଙ୍କବାଦୀ ଲୁଚି ଥିବା ସ୍ଥାନରେ ସୁରକ୍ଷାକର୍ମୀମାନେ ପହଞ୍ଚିବା କ୍ଷଣି ଗୁଳି ବିନିମୟ ଆରମ୍ଭ ହୋଇଯାଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ଇରଫାନ ଅହମ୍ମଦ ଦେଗୁ ଓ ତାସାଡୁକ ଅମିନ ଶାହ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ଏବଂ ବନ୍ଧୁକ ଜବତ ହୋଇଛି। ଏମାନେ ଲସ୍କର ନିର୍ଦ୍ଦେଶରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ହମଲା କରିବାକୁ ଯୋଜନା କରୁଥିବା ଜଣାପଡ଼ିଛି। ଉଭୟ କଶ୍ମୀରର ନାଗରିକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story