ବେଙ୍ଗାଲୁରୁ: ଆସନ୍ତାକାଲି କର୍ଣ୍ଣାଟକା ବିଧାନସଭାରେ ହେବାକୁ ଥିବା ଆସ୍ଥା ଭୋଟ ବେଳେ ଜେଡିଏସ ବିଜେପିକୁ ସମର୍ଥନ କରିବ ନାହିଁ। ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ.ଡି କୁମାରସ୍ୱାମୀ ଟ୍ୱିଟ୍ କରି ଏହା କହିଛନ୍ତି।
ସୂଚନାଯୋଗ୍ୟ, ଜେଡିଏସର ଏକ ବିଧାୟକ ଗୋଷ୍ଠୀ ଗତ ଶୁକ୍ରବାର ବି.ଏସ୍. ୟେଦୁରପ୍ପାଙ୍କ ନେତୃତ୍ବାଧୀନ ସରକାରକୁ ବାହାରୁ ସମର୍ଥନ କରିବା ପାଇଁ କୁମାରସ୍ୱାମୀଙ୍କୁ ପ୍ରସ୍ତାବ ଦେଇଥିଲେ। ତେବେ ଅନ୍ୟ ଏକ ଗୋଷ୍ଠୀ କିନ୍ତୁ ଏହି ପ୍ରସ୍ତାବକୁ ବିରୋଧ କରିଥିଲେ।
ଏହାପରେ ଜେଡିଏସ ବିଧାୟକ ଗୋଷ୍ଠୀ ବିଜେପି ସରକାରକୁ ସମର୍ଥନ ପ୍ରସଙ୍ଗରେ ଦୁଇ ଫାଳ ହୋଇଥିବା ଜଣାପଡିଛି। ତେବେ ବିଜେପି ଆଡ଼କୁ ଜେଡିଏସ୍ ଢଳୁଛି ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିଲା। ଏହାପରେ ଜେଡିଏସ ବିଧାୟକ ଦଳର ନେତା କୁମାରସ୍ୱାମୀ ସମର୍ଥନ ଚର୍ଚ୍ଚାକୁ ଗୁଜବ ବୋଲି କହି ଖାରଜ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।