ନୂଆଦିଲ୍ଲୀ: ପ୍ରସିଦ୍ଧ ନିର୍ବାଚନ କମିଶନର ତଥା ରମଣ ମାଗାସେସେରେ ସମ୍ମାନିତ ଟିଏନ୍ ଶେଷନ୍ଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ସେ ୧୯୯୦ ଡିସେମ୍ବର ୧୨ ତାରିଖରୁ ୧୯୯୬ ମସିହା ଡିସେମ୍ବର ୧୧ ଯାଏ ନିର୍ବାଚନ କମିଶନର ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ସେ କ୍ୟାବନେଟ୍ ସଚିବ ଦାୟିତ୍ୱ ତୁଲାଇଥିଲେ।
୧୯୩୨ ମସିହା ଡିସେମ୍ବର ୧୫ ତାରିଖରେ କେରଳର ଥିରୁନେଲ୍ଲାଇ ଗ୍ରାମରେ ତାଙ୍କର ଜନ୍ମ। ଆଇଏଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ ସେ ହାଭାର୍ଡ ବିଶ୍ୱବିଦ୍ୟାଳୟରେ ପବ୍ଲିକ୍ ଆଡମିନ୍ଷ୍ଟ୍ରେସନ୍ ପଢ଼ିଥିଲେ। ସେ ଏଡ୍ୱାର୍ଡ ଏସ୍ ମାସନ୍ ଫେଲୋସିପ୍ ପାଇ ଏହି କୋର୍ସ କରିପାରିଥିଲେ। ଏହି ୧୯୫୫ ବ୍ୟାଚ୍ ଆଇଏଏସ୍ ଭାରତର ନିର୍ବାଚନ ପ୍ରକ୍ରିୟାରେ ସଂସ୍କାର ଆଣିବାରେ ବଡ଼ ଭୂମିକା ନିଭାଇଥିଲେ। ନିଜର କର୍ତ୍ତବ୍ୟ ପରାୟଣତା ପାଇଁ ୧୯୯୬ ମସିହାରେ ସେ ରମଣ ମାଗାସେସେରେ ସମ୍ମାନିତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।