ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲ

ଅହମଦାବାଦ: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ବିୟୋଗ। ଦୀର୍ଘ ଦିନର ଅସୁସ୍ଥତା ପରେ ଗୁରାବାର ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ତାଙ୍କୁ ଅହମ୍ମଦାବାଦର ଷ୍ଟିରଲିଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। କେଶୁଭାଇ ପଟେଲ ୧୯୯୫ରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ସମ୍ଭାଳାଥିଲେ। ୧୯୯୮ରୁ ୨୦୦୧ ପର୍ଯ୍ୟନ୍ତ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ। ଗୁଜୁରାଟ […]

Keshubhai-Patel

Keshubhai-Patel

Subhransu Sekhar
  • Published: Thursday, 29 October 2020
  • Updated: 29 October 2020, 12:26 PM IST

Sports

Latest News

ଅହମଦାବାଦ: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ବିୟୋଗ। ଦୀର୍ଘ ଦିନର ଅସୁସ୍ଥତା ପରେ ଗୁରାବାର ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ତାଙ୍କୁ ଅହମ୍ମଦାବାଦର ଷ୍ଟିରଲିଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା।

କେଶୁଭାଇ ପଟେଲ ୧୯୯୫ରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ସମ୍ଭାଳାଥିଲେ। ୧୯୯୮ରୁ ୨୦୦୧ ପର୍ଯ୍ୟନ୍ତ ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ। ଗୁଜୁରାଟ ବିଧାନସଭାକୁ ସେ ଛଅ ଥର ନିର୍ବାଚିତ ହୋଇଥିଲେ। ପଟେଲ ୨୦୧୨ରେ ବିଜେପି ଛାଡି ନିଜର ରାଜନୀତିକ ପାର୍ଟି ଗୁଜୁରାଟ ପରିବର୍ତ୍ତନ ପାର୍ଟି ଗଢ଼ିଥିଲେ। ସେ ୨୦୧୨ ଗୁଜରାଟର ବିଧାନସଭା ଆସନ ବିଶାବାଦରରୁ ନିର୍ବାଚିତ ହୋଇଥିଲେ କିନ୍ତୁ ପରେ ଅସୁସ୍ଥତା ହେତୁ ୨୦୧୪ରେ ଇସ୍ତଫା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story