ପୂର୍ବତନ ଲୋକସଭା ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ ଲୋକସଭା ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ଆଜି କୋଲକାତାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ହୃଦଘାତ ପରେ ଗତ ୮ ତାରିଖରୁ ସେ ବେଲ ଭ୍ୟୁ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ସେ କିଡନୀ ସମସ୍ୟାରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଯାଇଥିଲା। ସେ ୧୦ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଲୋକସଭାର ବାଚସ୍ପତି ଥିଲେ। ତାଙ୍କ ବିଯୋଗରେ […]

death

death

Ordigital Desk
  • Published: Monday, 13 August 2018
  • Updated: 13 August 2018, 10:39 AM IST

Sports

Latest News

ନୂଆଦିଲ୍ଲୀ: ପୂର୍ବତନ ଲୋକସଭା ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ଆଜି କୋଲକାତାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା।

ହୃଦଘାତ ପରେ ଗତ ୮ ତାରିଖରୁ ସେ ବେଲ ଭ୍ୟୁ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ସେ କିଡନୀ ସମସ୍ୟାରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଯାଇଥିଲା।

ସେ ୧୦ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଲୋକସଭାର ବାଚସ୍ପତି ଥିଲେ।

ତାଙ୍କ ବିଯୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଡି ଗଭୀର ଶୋକ ପ୍ରକଟ କରିଛନ୍ତି।

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି କହିଛନ୍ତି, ସୋମନାଥ ଚାଟାର୍ଜୀ ଜଣେ ବ୍ୟକ୍ତି ନଥିଲେ, ସେ ଥିଲେ ଏକ ଅନୁଷ୍ଠାନ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story