ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଶ୍ରୀ ମୁଖାର୍ଜୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବାରୁ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ନିଜ ଆଡ଼ୁ ଟେଷ୍ଟ କରାଇବାକୁ ନିବେଦନ କରିଛନ୍ତି। On a visit to the hospital for a separate procedure, I […]

fd

fd

Hemant Lenka
  • Published: Monday, 10 August 2020
  • Updated: 10 August 2020, 01:31 PM IST

Sports

Latest News

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଶ୍ରୀ ମୁଖାର୍ଜୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବାରୁ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ନିଜ ଆଡ଼ୁ ଟେଷ୍ଟ କରାଇବାକୁ ନିବେଦନ କରିଛନ୍ତି।

ସେ ଟ୍ୱିଟ ଯୋଗେ କହିଛନ୍ତି, “ମୁଁ ଆଉ କିଛି ହସ୍ପିଟାଲ ଯାଇଥିଲି। କିନ୍ତୁ ସେଠାରେ ମୁଁ କରୋନା ଟେଷ୍ଟ କରାଇଥିଲି। ମୋ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୋ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜକୁ ଆଇସୋଲେଟେଡ୍‌ କରିବା ସହ ନିଜର ଟେଷ୍ଟ କରାଇ ନିଅନ୍ତୁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story