ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଚର ମନମୋହନ ସିଂହ(୮୭) ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ରାତି ୮ଟା ୪୫ରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ମନମୋହନ ସିଂହ। ଏହାପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ଏବେ ସେ ଏମ୍ସର କାର୍ଡିଓ-ଥୋରାସିକ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଚିକିତ୍ସାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ନିୟୋଜିତ ଥିବା ସୂଚନା ରହିଛି।
https://twitter.com/ANI/status/1259524551362310144
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ତୀର୍ଥରାଜ ପ୍ରୟାଗରେ ମହାକୁମ୍ଭ ମେଳା ଆରମ୍ଭ, ଶ୍ରଦ୍ଧାଳୁଙ୍କ ଉପରେ ହେବ ପୁଷ୍ପ ବର୍ଷା
ତୀର୍ଥରାଜ ପ୍ରୟାଗରେ ଆରମ୍ଭ ହୋଇଛି ମହାକୁମ୍ଭ ମେଳା। ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଛି ପ୍ରଥମ ପୁଣ୍ୟ ସ୍ନାନ । ବୁଡ଼ ପକାଇ ପାପ ଧୋଇବାକୁ ପ୍ରୟାଗରାଜରେ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି।
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
National
ପାଇଖାନା ସଫା କଲେ ଛାତ୍ରୀ, ନିଲମ୍ବିତ ହେଲେ ପ୍ରିନ୍ସିପାଲ
କେତେବେଳେ ସେମାନଙ୍କୁ ପାଇଖାନା ସଫା କରିବାକୁ କୁହାଯାଏ ତ ଆଉ କେତେ ବେଳେ ପାଣି ଦେବାକୁ କୁହାଯାଏ। ଅନେକ ସମୟରେ ପିଲାମାନେ ସ୍କୁଲ ପରିସରକୁ ମଧ୍ୟ ସଫା କରନ୍ତି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।