ନୂଆଦିଲ୍ଲୀ: ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହୁରୁଙ୍କ ୫୪ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧକ୍ଷ ରାହୁଳ ଗାନ୍ଧୀ, ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଓ ପୂର୍ବ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମେତ ଅନେକ ବଡ ବଡ ନେତା ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳେ ଟ୍ୱିଟ୍ କରି ନେହୁରୁଙ୍କ ଶ୍ରଦ୍ଧାଞ୍ଜଳି ଜ୍ଞାପନା କରିଛନ୍ତି। କଂଗ୍ରେସ ଅଧକ୍ଷ ରାହୁଲଗାନ୍ଧୀ ଶାନ୍ତିବନ ପହଞ୍ଚି ତାଙ୍କ ଅଜାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।
ନେହୁରୁଙ୍କ ଜନ୍ମ ୧୪ ନଭେମ୍ୱର ୧୮୮୯ରେ ଉତ୍ତରପ୍ରଦେଶର ଇଲ୍ହାବାଦ ସହର ରେ ହୋଇଥିଲା। ତାଙ୍କ ଜନ୍ମଦିନକୁ ଭାରତରେ ଶିଶୁ ଦିବସ ରୂପେ ପାଳନ କରାଯାଏ। ପଣ୍ଡିତ ନେହେରୁ ଜଣେ ଭଲ ସୁବକ୍ତା ଥିଲେ। ତାଙ୍କ ମୃତ୍ୟୁ ୧୯୬୪ ମସିହା ମେ୨୭ ତାରିଖରେ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।