ମଥୁରା: ଉତ୍ତର ପ୍ରଦେଶର ଯମୁନା ଏକ୍ସପ୍ରେସ ରାଜପଥ ପାଲଟିଛି ମୃତ୍ୟର ରାଜପଥ। ଏହି ରାଜପଥରେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ଶିକାର ହେବା ପରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି।
ଯାତ୍ରୀବାହୀ ବସଟି ନୋଏଡାରୁ ଭିଣ୍ଡ ଯାଉଥବା ବେଳେ ଗରହଶୁଳୀ ଗାଁ ନିକଟରେ ଦୁର୍ଘଟଣାର ଶିକାର ହୋଇଛି। ସୋମବାର ଭୋର ସମୟରେ ବସଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି। ମୃତ ତିନି ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ଆହତ ମାନେ ସ୍ଥାନୀୟ ଆଗ୍ରା ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
National
ଜାମା ମସଜିଦର ସର୍ଭେ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ମସଜିଦ ସର୍ଭେକୁ ବିରୋଧ କରି ବ୍ୟାପକ ପୋଡ଼ାଜଳା ମଧ୍ୟ ହୋଇଛି। ଏଥିରେ ଜଣେ ଏସ୍ପି, ଇନ୍ସ୍ପେକ୍ଟର ସମେତ ଅନେକ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।