ବେଘର ହେବେ ଦେବାଳିଆ ବିଜୟ ମାଲ୍ୟା

ଲଣ୍ଡନ: ଲଣ୍ଡନସ୍ଥିତ ନିଜ ଆଲିଶାନ ଘରୁ ବେଘର ହେବେ ପଳାତାକ ବ୍ୟବସାୟୀ ବିଜୟ ମାଲ୍ୟା ।  ବିଜୟ ମାଲ୍ୟାଙ୍କୁ ଲଣ୍ଡନ ହାଇକୋର୍ଟ ପୂର୍ବରୁ ଦେବାଳିଆ ଘୋଷଣା କରିଥିବା ବେଳେ ଏବେ  ବେଘର କରିବାକୁ ଦେଇଛନ୍ତି ନିର୍ଦ୍ଦେଶ । ସୁଇସ୍‌ ବ୍ୟାଙ୍କ ୟୁବିଏସ୍‌ ସହ ଦୀର୍ଘ ଦିନ ଧରି ଆଇନଗତ ଲଢ଼େଇ ଜାରି ରହିଥିବା ବେଳେ ମାଲ୍ୟାଙ୍କୁ ଏହି ଘର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଆଦେଶ ଉପରେ ରୋକ ଲଗାଇବାକୁ ମାଲ୍ୟା କୋର୍ଟରେ ଆବେଦନ କରିଥିବା […]

vijay-mallya

vijay-mallya

Niharika Rout
  • Published: Wednesday, 19 January 2022
  • Updated: 19 January 2022, 10:16 AM IST

Sports

Latest News

ଲଣ୍ଡନ: ଲଣ୍ଡନସ୍ଥିତ ନିଜ ଆଲିଶାନ ଘରୁ ବେଘର ହେବେ ପଳାତାକ ବ୍ୟବସାୟୀ ବିଜୟ ମାଲ୍ୟା ।  ବିଜୟ ମାଲ୍ୟାଙ୍କୁ ଲଣ୍ଡନ ହାଇକୋର୍ଟ ପୂର୍ବରୁ ଦେବାଳିଆ ଘୋଷଣା କରିଥିବା ବେଳେ ଏବେ  ବେଘର କରିବାକୁ ଦେଇଛନ୍ତି ନିର୍ଦ୍ଦେଶ । ସୁଇସ୍‌ ବ୍ୟାଙ୍କ ୟୁବିଏସ୍‌ ସହ ଦୀର୍ଘ ଦିନ ଧରି ଆଇନଗତ ଲଢ଼େଇ ଜାରି ରହିଥିବା ବେଳେ ମାଲ୍ୟାଙ୍କୁ ଏହି ଘର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଆଦେଶ ଉପରେ ରୋକ ଲଗାଇବାକୁ ମାଲ୍ୟା କୋର୍ଟରେ ଆବେଦନ କରିଥିବା ବେଳେ  ତାଙ୍କ ଆବେଦନ କିନ୍ତୁ ଅଗ୍ରାହ୍ୟ ହୋଇଯାଇଛି।

ଲଣ୍ଡନର ରିଜେଣ୍ଟ ପାର୍କ ନିକଟରେ ଥିବା ଲକଜୁରୀ ଆପାର୍ଟମେଣ୍ଟରେ ଥିବା ଆଲିଶାନ ଫ୍ଲାଟ୍‌ରେ ମାଲ୍ୟାଙ୍କ ୯୫ ବର୍ଷୀୟା ମା’ ଲଳିତା ରହୁଛନ୍ତି। ଏହାର ମୂଲ୍ୟ ବହୁ ଲକ୍ଷ ପାଉଣ୍ଡ ହେବ ବୋଲି ଆକଳନ କରାଯାଇଛି।

ଏହାର ଶୁଣାଣି କରି ଲଣ୍ଡନ ହାଇକୋର୍ଟ ବିଚାପତି ମ୍ୟେଥୁ ମାର୍ଶ କହିଛନ୍ତି, ମାଲ୍ୟାଙ୍କ ଉପରେ ସୁଇସ୍‌ ବ୍ୟାଙ୍କର  ୨.୦୪ କୋଟି ପାଉଣ୍ଡର ଋଣ ଥିବା ବେଳେ ଦିନ ଗଡ଼ାଇ ଚାଲିଛନ୍ତି ମାଲ୍ୟା। ହେଲେ ଏହାକୁ ଶୁଝିବା ପାଇଁ  ତାଙ୍କୁ ଅଧିକ ସମୟ ଦେଇ ହେବ ନାହିଁ। ତେଣୁ ମାଲ୍ୟାଙ୍କ ଉପରେ ଥିବା ଅବଶିଷ୍ଟ ବକେୟା ରାଶି ଆଦାୟ ପାଇଁ ଲଣ୍ଡନସ୍ଥିତ ଘରୁ ତାଙ୍କୁ ବେଦଖଲ କରାଯାଇ ପାରିବ ବୋଲି କହିଛନ୍ତି ବିଚାରପତି।

ସୂଚନାଯୋଗ୍ୟ, କିଙ୍ଗଫିସର୍ ସମେତ ଅନ୍ୟ ବିଜନେସ୍ ପାଇଁ ୧୩ରୁ ଉର୍ଦ୍ଧ୍ୱ ବ୍ୟାଙ୍କରୁ ୯,୦୦୦ କୋଟି ଟଙ୍କାର ଋଣ ଆଣିଥିଲେ ମାଲ୍ୟା। କିନ୍ତୁ କମ୍ପାନୀ କ୍ଷତି ସହିବାରୁ ଋଣ ପରିଶୋଧ କରିବାକୁ ଫାଙ୍କିବା ସହ ବାକିଥିବା ଟ୍ୟାକ୍ସ ମଧ୍ୟ ଫାଙ୍କିଥିଲେ। ଫଳରେ ଦୀର୍ଘ ଦିନ ହେବ ଲଣ୍ଡନରେ ଶରଣାର୍ଥୀ ଭାବେ ରହିଆସୁଥିଲେ। ତାଙ୍କ ବିରୋଧରେ ଭାରତ ପକ୍ଷରୁ ଏକାଧିକ ମାମଲା ଦାଏର ହେବା ପରେ ଏହି ମାମଲା ଲଣ୍ଡନ କୋର୍ଟକୁ ହସ୍ତାନ୍ତର କରାଯାଇଥିଲା।  ପଳାତକ ମାଲ୍ୟାଙ୍କୁ ସୁପ୍ରିମକୋର୍ଟ ୨୦୧୭ ମେ’ ୯ରେ ଦୋଷୀ ଘୋଷଣା କରିଥିଲେ, କାରଣ ସେ ନିଜ ସମ୍ପତ୍ତିର ପୂରା ତାଲିକା କୋର୍ଟଙ୍କ ନିକଟରେ ଦାଖଲ କରି ନ ଥିଲେ।   

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story