ନୂଆଦିଲ୍ଲୀ:ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିୱାଲ ଗଳା ସର୍ଜରୀ କରିବା ପାଇଁ ସେପ୍ଟେମ୍ବର ୧୩ ତାରିଖ ଦିନ ବେଙ୍ଗାଲୁରୁ ଯିବେ। ସର୍ଜରୀ ପରେ ସେ ୧୦ଦିନ ଆରାମ କରିବେ।
ଜଣେ ବରିଷ୍ଠ ସରକାରୀ ଅଧିକାରୀ କହିଛନ୍ତି,“ସର୍ଜରୀ କରିବା ପୂର୍ବରୁ କ୍ରେଜିୱାଲ ଚାରି ଦିନ ପାଇଁ ପଞ୍ଜାବ ଯିବେ।ସେଠି ସେ ବିଧାନସଭା ନିର୍ବାଚନ ନେଇ ଦଳର ନେତାମାନଙ୍କ ସହ ଆଲୋଚନା କରିବେ। ଏହା ସହ ସେ ଏକ ଜନସଭାକୁ ସମ୍ବୋଧନ କରିବେ। ୧୨ତାରିଖ ଦିନ ସର୍ଜରୀ ପାଇଁ ବେଙ୍ଗାଲୁରୁ ଯିବେ। ସର୍ଜରୀ ସାରି ୨୨ ତାରିଖ ଦିନ ସେ ବେଙ୍ଗାଲୁରୁ ଫେରିବାର କାର୍ଯ୍ୟକ୍ରମ ରହିଛି।”
କ୍ରେଜିୱାଲ ସର୍ଜରୀ ପଇଁ ବେଙ୍ଗାଲୁରୁ ଗଲାପରେ ସମସ୍ତ ଦାୟିତ୍ୱ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସମ୍ଭାଳିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।