ଜାନୁଆରୀ ୨୯ରୁ ବଜେଟ୍ ଅଧିବେଶନ, ଫେବ୍ରୁୟାରୀ ପହିଲାରେ ଆଗତ ହେବ ସାଧାରଣ  ବଜେଟ୍

ନୂଆଦିଲ୍ଲୀ: ଆସନ୍ତା ଫେବ୍ରୁୟାରୀ ପହିଲାରେ ଆସିବ କେନ୍ଦ୍ରୀୟ ବଜେଟ୍ ।ସଂସଦୀୟ ବ୍ୟାପାର ମନ୍ତ୍ରୀ ଅନନ୍ତ କୁମାର ଆଜି ଏହି ସୂଚନା ଦେଇଛନ୍ତି ।୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲି ସାଧାରଣ ବଜେଟ୍ ଉପସ୍ଥାପନ କରିବେ । ଚଳିତ ବର୍ଷ ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୨୯ରୁ ଆରମ୍ଭ ହୋଇ ଏପ୍ରିଲ ୬ ତାରିଖରେ ସରିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁଆରୀ ୨୯ରୁ ଫେବ୍ରୁଆରୀ ୯ ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୫ରୁ ଆରମ୍ଭ […]

images (1)

images (1)

Rakesh Mallick
  • Published: Friday, 05 January 2018
  • Updated: 05 January 2018, 09:53 PM IST

Sports

Latest News

ନୂଆଦିଲ୍ଲୀ: ଆସନ୍ତା ଫେବ୍ରୁୟାରୀ ପହିଲାରେ ଆସିବ କେନ୍ଦ୍ରୀୟ ବଜେଟ୍ ।ସଂସଦୀୟ ବ୍ୟାପାର ମନ୍ତ୍ରୀ ଅନନ୍ତ କୁମାର ଆଜି ଏହି ସୂଚନା ଦେଇଛନ୍ତି ।୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲି ସାଧାରଣ ବଜେଟ୍ ଉପସ୍ଥାପନ କରିବେ । ଚଳିତ ବର୍ଷ ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୨୯ରୁ ଆରମ୍ଭ ହୋଇ ଏପ୍ରିଲ ୬ ତାରିଖରେ ସରିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁଆରୀ ୨୯ରୁ ଫେବ୍ରୁଆରୀ ୯ ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୫ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ସରିବ ।ଜିଏସ୍‌ଟି ଲାଗୁ ହେବା ପରେ ପ୍ରଥମ ସାଧାରଣ ବଜେଟ୍ ଆସିବାକୁ ଯାଉଥିବାରୁ ଏହାର ବିଶେଷ ଗୁରୁତ୍ୱ ରହିଛି ।ଏଥିସହ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଜେଟ୍‌ଲିଙ୍କର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story