ଡେରାଡୁନ୍: ଉତ୍ତରାଖଣ୍ଡରେ ଶନିବାର ଏକ ବସ୍ ଘାଟିରୁ ତଳକୁ ଖସି ପଡ଼ିବାରୁ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ଅଛନ୍ତି। ତେଣୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଇଛି।
ଘଟଣାଟି ଘଟିଛି ଅଲମୋରା ଜିଲ୍ଲାର ଡାନିଆ ନିକଟସ୍ଥ ଭିଲ୍ ଥୟାଡ଼ି ଘାଟିରେ। ବସଟି ପିଠୋରାଗଡ଼ରୁ ଦିଲ୍ଲୀ ଯାଉଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।