ଶ୍ରୀନଗର: ଓଡ଼ିଶା ଜନ୍ମିତ ଗୁଜରାଟ କ୍ୟାଡର ଆଇଏଏସ୍ ଗିରୀଶ ଚନ୍ଦ୍ର ମୁର୍ମୁ ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ପ୍ରଥମ ଉପ-ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ସେ ବର୍ତ୍ତମାନ ଅର୍ଥମନ୍ତ୍ରଣାଳୟରେ ଏକ୍ସପେଣ୍ଡିଚର ସଚିବ ଦାୟିତ୍ୱରେ ଅଛନ୍ତି।
ଓଡ଼ିଶାର ମୟୁରଭଞ୍ଜ ବେତନଟୀଠାରେ ଜନ୍ମିତ ମୁର୍ମୁ ଉତ୍କଳ ବିଶ୍ୱ ବିଦ୍ୟାଳୟରୁ ରାଜନୀତିକ ବିଜ୍ଞାନରେ ପିଜି କରିଛନ୍ତି। ଏହାପରେ ସେ ବର୍ମିଂହାମ୍ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ।
ପୂର୍ବରୁ ନରେନ୍ଦ୍ର ମୋଦିଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ସେ ପ୍ରିନ୍ସିପାଲ ସେକ୍ରେଟାରୀ ଦାୟିତ୍ୱ ତୁଲାଇଥିଲେ। ବର୍ତ୍ତମାନ ଜମ୍ମୁ-କଶ୍ମୀର ରାଜ୍ୟପାଳ ଥିବା ସତ୍ୟପାଲ ମଲିକ୍ ଗୋଆ ରାଜ୍ୟପାଳ ହେବେ। ଅନ୍ୟପକ୍ଷରେ ରାଧାକୃଷ୍ଣ ମାଥୁର ଲଦାଖ ଉପରାଜ୍ୟପାଳ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।