କେନ୍ଦ୍ର ଦେଲା କୋଭିଡ୍-୧୯ ଜରୁରୀକାଳୀନ ପ୍ୟାକେଜ୍

ନୂଆଦିଲ୍ଲୀ: କରୋନା ଭାଇରସର ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଥିବା ସ୍ୱାସ୍ଥ୍ୟାବସ୍ଥାର ସୁଧାର ପାଇଁ କେନ୍ଦ୍ର ସରକାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଇଣ୍ଡିଆ କୋଭିଡ-୧୯ ଏମରଜେନ୍ସି ରେସପନ୍ସ ଆଣ୍ଡ୍ ହେଲଥ ସିଷ୍ଟମ ନାମରେ ଏହି ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜରେ ରାଜ୍ୟ ଓ କେନ୍ଦ୍ର ଓ ଶାସିତ ରାଜ୍ୟକୁ ଯେଉଁ ଆର୍ଥିକ ସହଯୋଗ କରାଯାଇଛି ତାହା ସମ୍ପୂର୍ଣ୍ଣ ଭାବରେ କେନ୍ଦ୍ରର ଟଙ୍କା। […]

pm modi

pm modi

Subhransu Sekhar
  • Published: Thursday, 09 April 2020
  • Updated: 09 April 2020, 05:34 PM IST

Sports

Latest News

ନୂଆଦିଲ୍ଲୀ: କରୋନା ଭାଇରସର ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଥିବା ସ୍ୱାସ୍ଥ୍ୟାବସ୍ଥାର ସୁଧାର ପାଇଁ କେନ୍ଦ୍ର ସରକାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଇଣ୍ଡିଆ କୋଭିଡ-୧୯ ଏମରଜେନ୍ସି ରେସପନ୍ସ ଆଣ୍ଡ୍ ହେଲଥ ସିଷ୍ଟମ ନାମରେ ଏହି ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜରେ ରାଜ୍ୟ ଓ କେନ୍ଦ୍ର ଓ ଶାସିତ ରାଜ୍ୟକୁ ଯେଉଁ ଆର୍ଥିକ ସହଯୋଗ କରାଯାଇଛି ତାହା ସମ୍ପୂର୍ଣ୍ଣ ଭାବରେ କେନ୍ଦ୍ରର ଟଙ୍କା। ଏହି ଆର୍ଥିକ ପ୍ୟାକେଜରେ ଦିଆଯାଇଥିବା ଟଙ୍କାରେ ହସ୍ପିଟାଲର ଆଇସୋଲେଶନ ବୋର୍ଡ, ଆଇସିୟୁ ଭଳି ସ୍ୱାସ୍ଥ୍ୟ ଉପକରଣ କିଣାଯିବ।

ତିନୋଟି ପର୍ଯ୍ୟାୟରେ କେନ୍ଦ୍ର ଏହି ଟଙ୍କା ଦେବ। ଜାନୁଆରୀ ୨୦୨୦ରୁ ଜୁନ୍ ୨୦୨୦ ପ୍ରଥମ ପର୍ଯ୍ୟାୟ ରହିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୨୦୨୦ରୁ ମାର୍ଚ୍ଚ ୨୦୨୧ ଏବଂ ତୃତୀୟ ପର୍ଯ୍ୟାୟ ଏପ୍ରିଲ ୨୦୨୧ରୁ ମାର୍ଚ୍ଚ ୨୦୨୪ ରହିଛି। ପ୍ରଥମ ପର୍ଯ୍ୟାୟର ପଇସା କେନ୍ଦ୍ର ପଠାଇ ଦେଇଥିବା ସୂଚନା ରହିଛି।

ନ୍ୟାଶନାଲ ହେଲଥ ମିଶନର ନିର୍ଦ୍ଦେଶକ ବନ୍ଦନା ଗୁରୁନାନୀ ଏକ ସର୍କୁଲାର ଜାରି କରି କହିଛନ୍ତି, ଏହା ୧୦୦ ପ୍ରତିଶତ କେନ୍ଦ୍ରର ପ୍ରୋଜେକ୍ଚ। ଜାନୁଆରୀ ୨୦୨୦ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ଏହା ତିନୋଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ କୋଭିଡ -୧୯ ଡାକ୍ତରଖାନା ସଂଖ୍ୟା ବୃଦ୍ଧି ଏବଂ ଅନ୍ୟାନ୍ୟ ଡାକ୍ତରଖାନାର ବିକାଶ ହେବ। ଏଥିସହ ଆଇସୋଲେଶନ ଓ୍ୱାର୍ଡ, ଭେଣ୍ଟିଲେଟର ସହିତ ଆଇସିୟୁ, ଡାକ୍ତରଖାନାରେ ଅକ୍ସିଜେନ ଯୋଗାଣ, ଡାକ୍ତରଖାନାର ଲ୍ୟାବ ଗୁଡ଼ିକର ମରାମତି ସହିତ ଆମ୍ୱୁଲାନ୍ସ ସଂଖ୍ୟା ବଢ଼ାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story