୧୦ରୁ ୧୩ ଲକଡାଉନ୍, ଜରୁରୀକାଳୀନ ସେବା ମିଳିବ

ଲକ୍ଷ୍ନୌ: କରୋନା ସଂକ୍ରମଣକୁ ରୋକିବା ପାଇଁ ଶୁକ୍ରବାର ରାତି ୧୦ରୁ ଜୁଲାଇ ୧୩ ସକାଳ ୫ଟା ଯାଏ ଲକଡାଉନ୍ ଘୋଷଣା କରିଛନ୍ତି ଉତ୍ତର ପ୍ରଦେଶ ସରକାର। ଗୁରୁବାର ଏ ନେଇ ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର ତିଓ୍ୱାରୀ ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି। All offices, markets and commercial establishments will remain closed. However, essential services […]

lockdown-4.0

lockdown-4.0

Subhransu Sekhar
  • Published: Thursday, 09 July 2020
  • Updated: 09 July 2020, 10:02 PM IST

ଲକ୍ଷ୍ନୌ: କରୋନା ସଂକ୍ରମଣକୁ ରୋକିବା ପାଇଁ ଶୁକ୍ରବାର ରାତି ୧୦ରୁ ଜୁଲାଇ ୧୩ ସକାଳ ୫ଟା ଯାଏ ଲକଡାଉନ୍ ଘୋଷଣା କରିଛନ୍ତି ଉତ୍ତର ପ୍ରଦେଶ ସରକାର। ଗୁରୁବାର ଏ ନେଇ ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର ତିଓ୍ୱାରୀ ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି।

https://twitter.com/ANINewsUP/status/1281257050861760513

ଏହି ସମୟରେ ହାଟ, ବଜାର, ଅଫିସ ଆଦି ବନ୍ଦ ରହିବ। ହେଲେ ଜରୁରୀକାଳୀନ ସେବା ମିଳିବ। ରେଳଯାତ୍ରା ବ୍ୟାହାତ ହେବ ନାହିଁ ବୋଲି ଉତ୍ତର ପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story