ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ ରୂପାନୀ

ଗାନ୍ଧିନଗର: ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଆଜି ବିଜୟ ରୂପାନୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଓପି କୋହଲି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ନୀତନ୍‌ ପଟେଲ୍‌ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଆଜିର ଏହି ଶପଥ ଗ୍ରହଣ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଓ ବରିଷ୍ଠ ନେତା ଲାଲ୍‌କୃଷ୍ଣ ଆଡୱାଣୀଙ୍କ ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

ଦେଶରେ ପ୍ରଥମ: ଗୋଟିଏ ଗାଁରେ ଏକାଧିକ କରୋନା ସୁପର ସ୍ପ୍ରେଡର, ମୁତୟନ ହେଲେ କମାଣ୍ଡୋ

ମୁଖ୍ୟମନ୍ତ୍ରୀ କହିଲେ, ମୁଁ ସବୁ ବିଭାଗର ମନ୍ତ୍ରୀ

ଦୈନିକ ୧୫ କିମି ରାସ୍ତା ଚାଲିଚାଲି ୩୦ ବର୍ଷ ହେଲା ଚିଠି ଦେଉଛନ୍ତି ଏହି ପୋଷ୍ଟମ୍ୟାନ୍‌

ବିକାଶ ଦୁବେ ଗିରଫ ହେବା ପରେ ଉଠିଲା ଅନେକ ପ୍ରଶ୍ନ? ଜାଣନ୍ତୁ ସେଗୁଡ଼ିକ କ’ଣ

ବିକାଶ ଦୁବେ ଆତ୍ମସମର୍ପଣ କଲା ନା ଗିରଫ ହେଲା? ପଚାରିଲେ ଅଖିଲେଶ ଯାଦବ

ଆଇଆଇଟି ସହକାରୀ ପ୍ରଫେସରଙ୍କ ଆତ୍ମହତ୍ୟା

‘ମୁଁ ହିଁ ବିକାଶ ଦୁବେ’ କାନପୁର ୱାଲା: କେମିତି ଗିରଫ ହେଲା ଗ୍ୟାଙ୍ଗଷ୍ଟର ବିକାଶ ଦୁବେ

ଦେଶରେ ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨୪,୮୭୯ ପଜିଟିଭ, ୪୮୭ ମୃତ

ଶେଷରେ ଗିରଫ ହେଲା ଗ୍ୟାଙ୍ଗଷ୍ଟର ବିକାଶ ଦୁବେ

କରୋନା ବାୟୁବାହିତ ବୋଲି ମାନିଲା ହୁ’, ଲୋକେ ଆତଙ୍କିତ

ଚାଇନାକୁ ଆମେରିକାର କଡ଼ା ଚେତାବନୀ

ସାମୟିକ ଋଣର ସୁଧ ହ୍ରାସ କଲା ଏସବିଆଇ