ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ ରୂପାନୀ

ଗାନ୍ଧିନଗର: ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଆଜି ବିଜୟ ରୂପାନୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଓପି କୋହଲି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ନୀତନ୍‌ ପଟେଲ୍‌ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଆଜିର ଏହି ଶପଥ ଗ୍ରହଣ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଓ ବରିଷ୍ଠ ନେତା ଲାଲ୍‌କୃଷ୍ଣ ଆଡୱାଣୀଙ୍କ ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ।

cm

Rakesh Mallick
  • Published: Sunday, 07 August 2016
  • , Updated: 07 August 2016, 01:26 PM IST

ଗାନ୍ଧିନଗର: ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଆଜି ବିଜୟ ରୂପାନୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଓପି କୋହଲି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ନୀତନ୍‌ ପଟେଲ୍‌ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଆଜିର ଏହି ଶପଥ ଗ୍ରହଣ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଓ ବରିଷ୍ଠ ନେତା ଲାଲ୍‌କୃଷ୍ଣ ଆଡୱାଣୀଙ୍କ ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ।

Related story