ରାଜସ୍ଥାନ: ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଦାବିରେ ଆଠଦିନ ଧରି ଚାଲିଥିବା ଗୁଜ୍ଜର ଆନ୍ଦୋଳନ ଗୁରୁବାର ରାତିରେ ପ୍ରତ୍ୟାହୃତ ହୋଇଛି। ଗୁଜ୍ଜର ମାନଙ୍କ ଲାଗି ୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ରାଜି ହେବା ପରେ ଗୁଜ୍ଜରମାନେ ସେମାନଙ୍କ ଆନ୍ଦୋଳନ ପ୍ରତ୍ୟାହର କରି ନେଇଛନ୍ତି। ଏକ ସ୍ୱତନ୍ତ୍ର ବିଲ ବଳରେ ଗୁଜ୍ଜର ସମ୍ପ୍ରଦାୟକୁ ସ୍ୱତନ୍ତ୍ର ପଛୁଆ ବର୍ଗ ଭାବେ ଚାକିରି କ୍ଷେତ୍ରରେ ୫ ପ୍ରତିଶତ ସଂରକ୍ଷଣ ସୁବିଧା ମିଳିବ। ସରକାର ଗୁଜ୍ଜର ମାନଙ୍କୁ ୫ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଧାନସଭାରେ ଏହି ବିଲ୍ ପାସ୍ କରିବା ପରେ କେନ୍ଦ୍ରକୁ ପଠାଇବେ।
ଗୁଜ୍ଜର ନେତାମାନଙ୍କ ସହିତ ଦୀର୍ଘ ୪ ଘଣ୍ଟାର ବୈଠକ ପରେ ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହା ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେ. ସଞ୍ଜୟ ମୂର୍ତ୍ତୀ ନୂଆ ସିଏଜି ନିଯୁକ୍ତ
କେ. ସଞ୍ଜୟ ମୂର୍ତ୍ତୀଙ୍କୁ ନୂଆ କମ୍ପଟ୍ରୋଲର୍ ଏବଂ ଅଡିଟର ଜେନେରାଲ୍ (CAG) ଭାବରେ ନିଯୁକ୍ତ କରିଛନ୍ତି ଭାରତ ସରକାର। ଅଗଷ୍ଟ ୨୦୨୦ରୁ ସିଏଜି ଭାବେ କାର୍ଯ୍ୟ କରୁଥିବା ଗିରିଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ ଶେଷ ହେଉଛି।
National
କାରରେ ଯାଉଥିବା ବେଳେ ଅନୀଲ ଦେଶମୁଖଙ୍କୁ ପଥର ମାଡ଼, ମୁଣ୍ଡ ଫାଟିଲା
ପଥର ମାଡ଼ରେ ତାଙ୍କ ମୁଣ୍ଡ ଫାଟି ଯାଇଛି। ଏଥିପାଇଁ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
National
ଭାରତୀୟ ମତ୍ସ୍ୟଜୀବୀଙ୍କୁ ନେଇ ପଳାଉଥିଲା ପାକିସ୍ତାନ
ନୋ-ଫିଶିଂ ଜୋନରେ ମାଛ ଧରୁଥିବାବେଳେ ଧରିନେଉଥିଲା ପାକିସ୍ତାନ। ସମୁଦ୍ରରେ ପାକିସ୍ତାନୀ ଜାହାଜକୁ ଦୀର୍ଘ ଦୁଇ ଘଣ୍ଟା ପିଛା କରି ମତ୍ସ୍ୟଜୀବୀଙ୍କୁ ମୁକୁଳାଇଲା ଭାରତୀୟ କୋଷ୍ଟଗାର୍ଡ।
Politics
କ୍ଷମତାରେ ଥିବା ବେଳେ ୟୁପିଏ ଭୁଲ କରିଥିବା କଥା ସ୍ୱୀକାର କଲେ ରାହୁଲ ଗାନ୍ଧି
କ୍ଷମତାରେ ଥିବା ବେଳେ ୟୁପିଏ ଜାତିଗତ ଜନଗଣନା କରି ନଥିଲା। ୟୁପିଏ ପ୍ରଥମେ ଜାତିଗତ ଜନଗଣନା ପ୍ରସଙ୍ଗ ଉଠାଇଥିଲେ ହେଁ ଏହାକୁ କାର୍ଯ୍ୟକାରୀ ନ କରିବା ଭୁଲ ଥିଲା ବୋଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି।
National
ପ୍ରବେଶ ନିଷେଧ: ମୁସଲିମ ବ୍ୟବସାୟୀମାନଙ୍କୁ ମେଳାରୁ ତଡ଼ି ଦେଲେ
ସ୍ୱଦେଶୀ ମେଳାକୁ ମୁସଲିମଙ୍କ ପ୍ରବେଶ ନିଷେଦ୍ଧ ବୋଲି ମଧ୍ୟ ଆୟୋଜନକମାନେ କହିଥିବା ଅଭିଯୋଗ ହୋଇଛି। ମୁସଲିମ ବ୍ୟବସାୟୀମାନେ ଷ୍ଟଲ ବୁକ କରିବା ସହ ଆବଶ୍ୟକ ଫି’ ଦେଇଥିଲେ।