ଦ୍ୱିତୀୟ ଥର ଗୁଜରାଟ ମୁଖ୍ୟମନ୍ତ୍ରୀ ହେଲେ ବିଜୟ ରୂପାନୀ

ଅହମ୍ମଦାବାଦ: ଷଷ୍ଠ ଥର ପାଇଁ ଗୁଜରାଟରେ ସରକାର ଗଠନ କରିଛି ବିଜେପି। ଆଜି ବିଜୟ ରୂପାନୀ ଦ୍ୱିତୀୟ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଓ. ପି. କୋହଲି ରୂପାନୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।  ଗାନ୍ଧିନଗରରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହା, ନୀତିଶ କୁମାରଙ୍କ ସମେତ ୧୮ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ରୂପାନୀଙ୍କ ନୂଆ […]

bjp

bjp

Rakesh Mallick
  • Published: Tuesday, 26 December 2017
  • Updated: 26 December 2017, 01:17 PM IST

Sports

Latest News

ଅହମ୍ମଦାବାଦ: ଷଷ୍ଠ ଥର ପାଇଁ ଗୁଜରାଟରେ ସରକାର ଗଠନ କରିଛି ବିଜେପି। ଆଜି ବିଜୟ ରୂପାନୀ ଦ୍ୱିତୀୟ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଓ. ପି. କୋହଲି ରୂପାନୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।  ଗାନ୍ଧିନଗରରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହା, ନୀତିଶ କୁମାରଙ୍କ ସମେତ ୧୮ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ରୂପାନୀଙ୍କ ନୂଆ କ୍ୟାବିନେଟ୍‌ରେ କେତେକ ପୁରୁଣା ଓ ନୂଆ ଚେହେରା  ସହିତ ୧୯ ମନ୍ତ୍ରୀ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ଗୁଜରାଟର  ୧୮୨ଟି ବିଧାନସଭା ଆସନରୁ ବିଜେପିକୁ ୯୯ଟି ଆସନ ମିଳିଛି । ଆଉ କଂଗ୍ରେସକୁ ୮୦ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos