ନୂଆଦିଲ୍ଲୀ: ପାକିସ୍ତାନର ପେଶାୱର ଜେଲରେ ଥିବା ହାମିଦ ଅନସାରୀଙ୍କୁ ମୁକ୍ତ କରିବାପାଇଁ ତାଙ୍କ ମାଆ ଫୌଜିଆ ଅନସାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କୁ ଦେଖାକରି ଗୁହାରି କରିବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ମୋଦି ଓ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଭେଟିବା ପାଇଁ ସମୟ ମାଗିଛନ୍ତି। କିନ୍ତୁ ବର୍ତ୍ତମାନ ସୁଦ୍ଧା ଅଫିସରୁ ତାଙ୍କୁ କୌଣସି ଉତ୍ତର ମିଳିନାହିଁ।
ହାମିଦଙ୍କ ମାଆ କହିଛନ୍ତି,“ ପାକିସ୍ତାନ ଜେଲରେ ହାମିଦଙ୍କ ଚାରିବର୍ଷ ସଜା ପୁରା ହୋଇ ସାରିଥିବା ବେଳେ ତାଙ୍କୁ ପାକିସ୍ତାନ ଜେଲରୁ ମୁକ୍ତ କରାଯାଉନାହିଁ। ହାମିଦକୁ ଦେଖାକରିବା ପାଇଁ ପାକିସ୍ତାନ ଯିବାପାଇଁ ବହୁଥର ଚେଷ୍ଟା କରିଛି କିନ୍ତୁ ମୋତେ ଭିସା ମିଳୁନାହିଁ। ଭାରତୀୟ ନାଗରିକ ହୋଇଥିବାରୁ ଜେଲରେ ମୋ ପୁଅ ଉପରେ ଅତ୍ୟାଚାର କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦି ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜ ମୋ ପୁଅକୁ ପାକିସ୍ତାନ ଜେଲରୁ ମୁକ୍ତ କରିବେ ବୋଲି ମୁଁ ଆଶା ରଖିଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Politics
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାୟୁତି ମହାମେଣ୍ଟର ବୈଠକ ବାତିଲ୍।