ନୂଆଦିଲ୍ଲୀ: ହରିଆଣାର ରେୱାରୀ ରେଲ୍ୱେ ଷ୍ଟେସନ୍ ଉଡ଼ାଇବାକୁ ଧମକାଇଛି କୁଖ୍ୟାତ ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ। ଆସନ୍ତା ଅକ୍ଟୋବର ୮ ତାରିଖ ଭିତରେ ଏଭଳି ଭୟଙ୍କର ଆକ୍ରମଣ ହେବ ବୋଲି ଧମକାଇଛି ଏହି ସଂଗଠନ।
ପୁଲିସ୍ ଜବତ କରିଥିବା ଏହି ଚିଠି କରାଚିର କେହି ଜଣେ ‘ମାସୁଦ୍’ ଏହି ଚିଠି ପଠାଇଛି। ଚର୍ଚ୍ଚା ଆରମ୍ଭ ହୋଇଛି ଏହି ‘ମାସୁଦ୍’ ଜୈଶ୍ ମୁଖ୍ୟ ମାସୁଦ୍ ଆଝାର। ଏହି ଧମକ ପରେ ରେୱାରୀ ଷ୍ଟେସନ୍ ଚାରିକଡ଼େ ସୁରକ୍ଷା କଡ଼ାକଡ଼ି କରାଯାଇଛି।
ଜୈଶ ଅଣ୍ଡରୱାଟର ଆକ୍ରମଣ କରିବା ପାଇଁ କିଛି ଆତଙ୍କୀଙ୍କୁ ତାଲିମ ଦେଉଛି ବୋଲି ପୂର୍ବରୁ ଖବର ମିଳିଥିଲା। ଏହାର ମୁକାବିଲା ପାଇଁ ଭାରତୀୟ ନୌବାହିନୀ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛନ୍ତି। ସୀମା ସୁରକ୍ଷା ବଳ ଜାଣିବାକୁ ପାଇଥିଲା ପ୍ରାୟ ୫୦ ଜଣ ଆତଙ୍କବାଦୀ ଏହି ତାଲିମ ନେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଟାରିଫ୍ ନିୟମରେ ସଂଶୋଧନ, ଫେରିବ ୧୦ ଟଙ୍କିଆ ରିଚାର୍ଜ କୁପନ୍
ଟେଲିକମ୍ କମ୍ପାନୀମାନଙ୍କୁ ଅତି କମରେ ୧୦ ଟଙ୍କିଆ ଟପ୍ ଅପ୍ ରିଚାର୍ଜ ଭାଉଚର ରଖିବାକୁ ପଡ଼ିବ।
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।