ଶିସ୍ପର ଗ୍ଲାସିୟର: ପାକିସ୍ତାନର ହାସନାବାଦ୍ ନାମକ ଏକ ଗାଁରେ ଏବେ ଭୟର ବାତାବରଣ। କାରଣ ଶିସ୍ପର ଗ୍ଲାସିୟରରୁ ସୃଷ୍ଟ ଏକ ନଦୀ ଏହି ଗାଁ ଆଡ଼କୁ ମାଡ଼ି ଆସିବାରେ ଲାଗିଛି। ଗ୍ଲାସିୟର ତରଳିବାକୁ ଆରମ୍ଭ କରିଥିବାରୁ ଏହି ବିପଦ ବଢ଼ିବାରେ ଲାଗିଛି। ଏହି ବିପଦର ଭୟାବହତା ଏପରି ଥିଲା ଶହ ଶହ ବୃହତ ବରଫ ଖଣ୍ଡ ଏହି ଉପତ୍ୟକା ଉପରକୁ ସାଧାରଣ ବେଗଠାରୁ ୧୦ ଗୁଣା ବେଗରେ ମାଡ଼ିଆସୁଛି।
ଜଳବାୟୁ ପରିବର୍ତ୍ତନର ଏହା ଅନ୍ୟତମ ବଡ଼ ଉଦାହରଣ। ଏପରି ପରିବର୍ତ୍ତନ କାରଣରୁ ବିଶ୍ୱର ବିଭିନ୍ନ ଗ୍ଲାସିୟର ତରଳିବାକୁ ଆରମ୍ଭ କରିଛି। ଉତ୍ତର ପାକିସ୍ତାନର କାରାକୋରମ୍ ପର୍ବତମାଳାରା ଥିବା ଶିସ୍ପର ଗ୍ଲାସିୟର ମଧ୍ୟ ଏହି କାରଣରୁ ତରଳିବାକୁ ଆରମ୍ଭ କରିଛି। ତେବେ ଏହି କାରଣରୁ ବରଫ ଖଣ୍ଡ ଖସିବା ସେଠାକାର ଲୋକ ଏବଂ ଘରଗୁଡ଼ିକ ପାଇଁ ଚିନ୍ତାର କାରଣ ପାଲଟିଛି। ପଶୁମାନଙ୍କ ପାଇଁ ମଧ୍ୟ ଏହା ବିପଦ ବୋଲି କୁହାଯାଉଛି।
ପାକିସ୍ତାନ ୟୁଏନ୍ଡିପି ପକ୍ଷରୁ କୁହାଯାଇଛି, “ଯେତେବେଳେ ଗ୍ଲାସିୟର ତରଳେ ଏହା କେବଳ ବରଫ ଖଣ୍ଡ ଖସାଏନି, ପାଣି ଆସେ ଏବଂ କାଦୁଅ ମାଡ଼ିଆସେ। ଏହା ବାଟରେ ଯାହା ପଡ଼େ ସବୁ ଧ୍ୱଂସ କରିଦିଏ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଟଳ ଟନେଲରେ ଫସିଲେ ଶହ ଶହ ପର୍ଯ୍ୟଟକ, ପ୍ରବଳ ଜାମ
ଅଟଳ ଟନେଲ ଓ ସୋଲାଙ୍ଗ ଘାଟି ମଧ୍ୟରେ ପ୍ରାୟ ୧୨୦୦ ଗାଡି ଫସି ରହିଛି।
National
ଶନିବାର ସକାଳେ କଂଗ୍ରେସ ଭବନରୁ ବାହାରିବ ଅନ୍ତିମ ଯାତ୍ରା, ନିଗମବୋଧ ଘାଟରେ ଶେଷକୃତ୍ୟ
ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ମୋଦି ସରକାରଙ୍କ କ୍ୟାବିନେଟରେ ପାରିତ ହେଲା ଶୋକ ପ୍ରସ୍ତାବ।
National
ସ୍ୱାସ୍ଥ୍ୟରେ ଉନ୍ନତି ପରେ ମେଡିକାଲରୁ ଡିସଚାର୍ଜ ହେଲେ ଆଡଭାନୀ
ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ଡିସେମ୍ବର ୧୨ ତାରିଖରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୪ ଦିନର ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।
National
ମନମୋହନଙ୍କ ଶେଷକୃତ୍ୟ ଓ ସ୍ମାରକ ପାଇଁ ଉପଯୁକ୍ତ ସ୍ଥାନ ମାଗିଲା କଂଗ୍ରେସ
ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳୀ। ସ୍ମାରକ ହେଲାଭଳି ସ୍ଥାନରେ ଶେଷକୃତ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।
National
ଭଡ଼ା ଘରୁ ମିଳିଲା ସିମ୍ରନଙ୍କ ମୃତଦେହ
ସିମ୍ରନଙ୍କ ମୃତ୍ୟୁ ଘଟିଥିବା ନେଇ ପ୍ରଥମେ ତାଙ୍କର ଜଣେ ସାଙ୍ଗ ଜାଣିବାକୁ ପାଇଥିଲେ। ସେ ସଙ୍ଗେ ସଙ୍ଗେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଜବତ କରି ଡାକ୍ତରଖାନାକୁ ପଠାଇବା ସହିତ ଘଟଣାସ୍ଥଳରେ ଯାଞ୍ଚ କରିଛି।