ଆସୁଛି ଝଡ଼ତୋଫାନ: ୧୩ ରାଜ୍ୟରେ ହାଇଆଲର୍ଟ ଜାରି

ନୂଆଦିଲ୍ଲୀ: ଉତ୍ତର ଓ ପୂର୍ବ ଭାରତର ୧୩ଟି ରାଜ୍ୟରେ ଝଡ଼ତୋଫାନ ଓ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତା’ ସହିତ ଜୋରରେ ପବନ ମଧ୍ୟ ବହିବାର ଆଶଙ୍କା କରାଯାଇଛି। ଏହି ୧୩ଟି ରାଜ୍ୟ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଝଡ଼ ତୋଫାନର ଆଶଙ୍କାକୁ ଦେଖି ହରିୟାଣାରେ ଆଜି ଓ ଆସନ୍ତାକାଲି ସ୍କୁଲ ବନ୍ଦ କରାଯାଇଛି।  ଆଜି ସକାଳେ ହରିୟାଣା, ହିମାଚଳ ପ୍ରଦେଶ, ଦିଲ୍ଲୀ ଆଦି ଅଞ୍ଚଳରେ […]

rain

rain

Rakesh Mallick
  • Published: Monday, 07 May 2018
  • Updated: 07 May 2018, 01:40 PM IST

Sports

Latest News

ନୂଆଦିଲ୍ଲୀ: ଉତ୍ତର ଓ ପୂର୍ବ ଭାରତର ୧୩ଟି ରାଜ୍ୟରେ ଝଡ଼ତୋଫାନ ଓ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତା’ ସହିତ ଜୋରରେ ପବନ ମଧ୍ୟ ବହିବାର ଆଶଙ୍କା କରାଯାଇଛି। ଏହି ୧୩ଟି ରାଜ୍ୟ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଝଡ଼ ତୋଫାନର ଆଶଙ୍କାକୁ ଦେଖି ହରିୟାଣାରେ ଆଜି ଓ ଆସନ୍ତାକାଲି ସ୍କୁଲ ବନ୍ଦ କରାଯାଇଛି।  ଆଜି ସକାଳେ ହରିୟାଣା, ହିମାଚଳ ପ୍ରଦେଶ, ଦିଲ୍ଲୀ ଆଦି ଅଞ୍ଚଳରେ ସକାଳେ ବର୍ଷା ହୋଇଛି।  ଉତ୍ତର ପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର ପୂର୍ବାଞ୍ଚଳର ରାଜ୍ୟଗୁଡ଼ିକରେ ମଧ୍ୟ ଝଡ଼ ତୋଫାନର ଆଶଙ୍କା ଅଛି।

ଗତ ବୁଧବାର ରାଜସ୍ଥାନ ଓ ଉତ୍ତର ପ୍ରଦେଶରେ ହୋଇଥିବା ଧୂଳିଝଡ଼ ପରି ଏହା ଭୟଙ୍କର ହେବ ନାହିଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।  ତଥାପି ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story