ସିମଲା: ଆଜି ସକାଳେ ଭୂ-କମ୍ପରେ ହିମାଚଳ ପ୍ରଦେଶ ୩ ଥର ଥରିଛି। ସକାଳ ୬ଟା ୪୪ ମିନିଟ୍ ୩୨ ସେକେଣ୍ଡରେ ଭୂ-କମ୍ପର ପ୍ରଥମ ଝଟ୍କା ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୪.୬ ଥିଲା।
ଭୂ-କମ୍ପର କେନ୍ଦ୍ରସ୍ଥଳୀ କୁଲ୍ଲୁ ହୋଇଥିବା ଜଣାପଡ଼ିଛି। କୁଲ୍ଲୁ, ମନାଲୀ, ରାମପୁର ଓ ଶିମଲାରେ ଏହା ଅନୁଭୂତ ହୋଇଛି।
ପ୍ରଥମ ଭୂ-କମ୍ପର ୨୧ ମିନିଟ୍ ପରେ ଦ୍ୱିତୀୟ ଝଟ୍କା ଅନୂଭୂତ ହୋଇଥିଲା। ଏହାର ତୀବ୍ରତା ୪.୩ ରେକର୍ଡ କରାଯାଇଛି। ଏହାପରେ ତୃତୀୟ ଝଟ୍କା ୯ଟା୮ ମିନିଟ୍ରେ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୪.୨ ରହିଛି। ଆଶ୍ଚର୍ଯ୍ୟର ବିଷୟ ଭୂ-କମ୍ପର କେନ୍ଦ୍ରସ୍ଥଳୀ ଗୋଟିଏ ସ୍ଥାନରେ ହିଁ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।