ହିମାଚଳ ପ୍ରଦେଶରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୩.୮

ଶିମଲା: ହିମାଚଳ ପ୍ରଦେଶରେ ଗୁରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରେ ଭୂକମ୍ପ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ ମପାଯାଇଛି। ଭୂକମ୍ପ ଅନୁଭୂତ ହେବା ପରେ ଭୟରେ ଲୋକେ ଘରୁ ବାହାରକୁ ବାହାରି ଚାଲି ଆସିଥିଲେ। ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

himachal

himachal

Rakesh Mallick
  • Published: Thursday, 08 October 2015
  • Updated: 08 October 2015, 05:00 AM IST

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story