Advertisment

ହିମାଚଳ ପ୍ରଦେଶରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୩.୮

ଶିମଲା: ହିମାଚଳ ପ୍ରଦେଶରେ ଗୁରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରେ ଭୂକମ୍ପ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ ମପାଯାଇଛି। ଭୂକମ୍ପ ଅନୁଭୂତ ହେବା ପରେ ଭୟରେ ଲୋକେ ଘରୁ ବାହାରକୁ ବାହାରି ଚାଲି ଆସିଥିଲେ। ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

himachal

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe