ନୂଆଦିଲ୍ଲୀ: ପାରିବାରିକ କଳହ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଆଜି ଐତିହାସିକ ରାୟ ଶୁଣାଣି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଘରୋଇ ହିଂସା ଅଧିନିୟମ ଅନୁଯାୟୀ ବୋହୂ ଶାଶୁ ଘରେ ରହିବେ। ସ୍ୱାମୀର ବାପା ମାଙ୍କ ଘରେ ବୋହୂ ରହିବାର ଅଧିକାର ରହିଛି। ଜଷ୍ଟିସ ଅଶୋକ ଭୂଷଣଙ୍କ ନେତୃତ୍ୱାଧୀନ ତିନି ଜଣିଆ ଖଣ୍ଡପୀଠ ତରୁଣ ବାତ୍ରା ମାମଲାରେ ବିଚାର କରି ଏହି ରାୟ ଶୁଣାଇଛନ୍ତି। ପୂର୍ବରୁ ଏହି ମାମଲାରେ ଦୁଇ ଜଣିଆ ବେଞ୍ଚ ଏହାର ଓଲଟା ରାୟ ଦେଇ କହିଥିଲେ ବୋହୂ ଶାଶୂ ଘରେ ରହି ପାରିବ ନାହିଁ।
ସୂଚନାଯୋଗ୍ୟ, ତରୁଣ ବାତ୍ରା ମାମଲାରେ ଦୁଇ ଜଣିଆ ବିଚାରପତି ଖଣ୍ଡପୀଠ କହିଥିଲେ ଯେ ଆଇନରେ ଝିଅ ସ୍ୱାମୀର ଘରେ ରହି ପାରିବାର ଅଧିକାର ନାହିଁ। ଏବେ ତିନି ଜଣିଆ ଖଣ୍ଡପୀଠ ତରୁଣ ବାତ୍ରାଙ୍କ ନିଷ୍ପତ୍ତିକୁ ବଦଳାଇ ଛଅ ସାତୋଟି ପ୍ରଶ୍ନର ଜବାବ ଦେଇଛନ୍ତି। ସ୍ୱାମୀର ଅଲଗା ଅଲଗା ସମ୍ପତ୍ତି ଉପରେ କେବଳ ନୁହେଁ ବରଂ ଘର ଉପରେ ମଧ୍ୟ ବୋହୂର ଅଧିକାର ରହିଛି ବୋଲି ଜଷ୍ଟିସ ଅଶୋକ ଭୂଷଣଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।