ରାଞ୍ଚି: ଲୋକସଭାର କଂଗ୍ରେସ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଅନୁପ୍ରବେଶକାରୀ କହିବା ପରେ ଆଜି ଜବାବ ରଖିଛନ୍ତି ଅମିତ ଶାହ। ଏନଆରସି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ କହିବାକୁ ଯାଇ ବିରୋଧୀଙ୍କ କଡ଼ା ଜବାବ ଦେଇଛନ୍ତି ଶାହ।
ଝାଡ଼ଖଣ୍ଡର ଚକ୍ରଧରପୁର ରାଲିରେ ଦଳ ପାଇଁ ପ୍ରଚାର କରିବା ବେଳେ ସେ କହିଛନ୍ତି, ସାରା ଦେଶରେ ଏନଆରସି ଲାଗୁ ହେବ କି ନାହିଁ ଲୋକମାନେ କହିବା ଦରକାର। କଂଗ୍ରେସ ଏନଆରସି ଲାଗୁ କରିବାକୁ ମନା କରୁଛି। ହେଲେ ଦେଶରେ ମୋଦି ସରକାର ରହିଛି, ଏହି ସରକାର ସାରା ଦେଶରେ ଏନଆରସି ଲାଗୁ କରି ଅନୁପ୍ରବେଶକାରୀଙ୍କୁ ବାହାର କରିବ ବୋଲି ଶାହ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।