କରୋନାକୁ ମାତ୍‌ ଦେଇ ସୁସ୍ଥ ହେଲେ ଅମିତ ଶାହ

ନୂଆଦିଲ୍ଲୀ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁସ୍ଥ ହୋଇ ଯାଇଛନ୍ତି। ତାଙ୍କ ଟେଷ୍ଟ ରିପୋର୍ଟ ଆଜି ନେଗେଟିଭ ଆସିଥିବା ଶ୍ରୀ ଶାହ ଟ୍ୱିଟ କରି ସୂଚନା ଦେଇଛନ୍ତି। ଶାହ ଟ୍ୱିଟ କରି କହିଛନ୍ତି, ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ମୋ ପାଇଁ ଏହି ସମୟରେ ପ୍ରାର୍ଥନା କରିଥିବା ସମସ୍ତଙ୍କୁ ମୁଁ ହୃଦୟରୁ ଧନ୍ୟବାଦ ଜଣାଇଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ଆଉ କିଛି […]

da

da

Hemant Lenka
  • Published: Friday, 14 August 2020
  • Updated: 14 August 2020, 05:38 PM IST

Sports

Latest News

ନୂଆଦିଲ୍ଲୀ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁସ୍ଥ ହୋଇ ଯାଇଛନ୍ତି। ତାଙ୍କ ଟେଷ୍ଟ ରିପୋର୍ଟ ଆଜି ନେଗେଟିଭ ଆସିଥିବା ଶ୍ରୀ ଶାହ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଶାହ ଟ୍ୱିଟ କରି କହିଛନ୍ତି, ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ମୋ ପାଇଁ ଏହି ସମୟରେ ପ୍ରାର୍ଥନା କରିଥିବା ସମସ୍ତଙ୍କୁ ମୁଁ ହୃଦୟରୁ ଧନ୍ୟବାଦ ଜଣାଇଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ଆଉ କିଛି ଦିନ ହୋମ ଆଇସୋଲେସନରେ ରହିବି।  

ଅଗଷ୍ଟ ୨ରେ ଅମିତ ଶାହ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏ ସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଥିଲେ। ସେ କହିଥିଲେ “କରୋନାର ପ୍ରାରମ୍ଭିକ ଲକ୍ଷଣ ପ୍ରକାଶ ପାଇବା ପରେ ମୁଁ ପରୀକ୍ଷା କରିଥିଲି ଏବଂ ରିପୋର୍ଟ ପଜିଟିଭ ଆସିଛି। ମୋର ସ୍ୱାସ୍ଥ୍ୟ ଭଲ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶରେ ମୋତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଁ ଅନୁରୋଧ କରୁଛି ତୁମେ ସମସ୍ତେ, ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜର ଟେଷ୍ଟ କରି ନିଅନ୍ତୁ।”

ଅନ୍ୟପକ୍ଷରେ ତାମିଲନାଡୁ ରାଜ୍ୟପାଳ ବନୱାରଲାଲ ପୁରୋହିତ ମଧ୍ୟ ଆଜି କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେ ଅମିତ ଶାହଙ୍କ ଭଳି ଅଗଷ୍ଟ ୨ରେ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story