ଦୀପାବଳିରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ସତର୍କ ରହିବାକୁ ଗୃହମନ୍ତ୍ରାଳୟର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆସନ୍ତାକାଲି ସାରା ଦେଶରେ ପାଳନ ହେବ ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଆତଙ୍କବାଦୀମାନେ ଅଘଟଣ ଘଟାଇବାର ଆଶଙ୍କା ସୃଷ୍ଟି ହୋଇଛି। ଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜନଗହଳି ପୂର୍ଣ୍ଣ ସ୍ଥାନ, ରେଲୱେ ଷ୍ଟେସନ, ବସ୍‌ଷ୍ଟାଣ୍ଡ ଓ ଧାର୍ମିକ ସ୍ଥାନରେ ଆତଙ୍କବାଦୀମାନେ ବିସ୍ଫୋରଣ ଘଟାଇପାରନ୍ତି। ଏସବୁ ସ୍ଥାନରେ ପୋଲିସ୍‌ ଫୋର୍ସ ମୁତୟନ କରିବା ପାଇଁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯିବା ସହ ଧାର୍ମସ୍ଥଳ ଉପରେ […]

Rakesh Mallick
  • Published: Wednesday, 18 October 2017
  • Updated: 18 October 2017, 01:02 PM IST

Sports

Latest News

ନୂଆଦିଲ୍ଲୀ: ଆସନ୍ତାକାଲି ସାରା ଦେଶରେ ପାଳନ ହେବ ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଆତଙ୍କବାଦୀମାନେ ଅଘଟଣ ଘଟାଇବାର ଆଶଙ୍କା ସୃଷ୍ଟି ହୋଇଛି। ଏଥିପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜନଗହଳି ପୂର୍ଣ୍ଣ ସ୍ଥାନ, ରେଲୱେ ଷ୍ଟେସନ, ବସ୍‌ଷ୍ଟାଣ୍ଡ ଓ ଧାର୍ମିକ ସ୍ଥାନରେ ଆତଙ୍କବାଦୀମାନେ ବିସ୍ଫୋରଣ ଘଟାଇପାରନ୍ତି। ଏସବୁ ସ୍ଥାନରେ ପୋଲିସ୍‌ ଫୋର୍ସ ମୁତୟନ କରିବା ପାଇଁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯିବା ସହ ଧାର୍ମସ୍ଥଳ ଉପରେ ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story