ନୂଆଦିଲ୍ଲୀ: ଛଅ ମାସ ପାଇଁ ନାଗାଲାଣ୍ଡକୁ ଅଶାନ୍ତ ଅଞ୍ଚଳ ବୋଲି ଘୋଷଣା କରିଛି କେନ୍ଦ୍ର। ଏହି ସମୟରେ ଏଫଏସପିଏ ଆଇନ୍ ଲାଗୁ ହେବ। କେନ୍ଦ୍ର ଗୃହମନ୍ତ୍ରାଳୟ ଏନେଇ ବିଜ୍ଞପ୍ତି ଜାରି କରିଛି। ଏହି ଆଇନ୍ ବଳରେ ସୁରକ୍ଷାକର୍ମୀ ସ୍ୱତନ୍ତ୍ର ଅଧିକାର ପାଇବେ। କୌଣସି ବ୍ୟକ୍ତିକୁ ବିନା ସୂଚନା ଦେଇ ସୁରକ୍ଷା କର୍ମୀ ଗିରଫ କରିପାରିବାର ନିୟମ ରହିଛି। ଆବଶ୍ୟକ ପଡ଼ିଲେ ସୁରକ୍ଷାକର୍ମୀ ବଳ ପ୍ରୟୋଗ କରିପାରିବେ ବୋଲି ଜଣାପଡ଼ିଛି। ଏହି ଏଫଏସପିଏ ଆଇନ୍ ୧୧ ସେପ୍ଟେମ୍ୱର ୧୯୫୮ରେ ପାରିତ ହୋଇଥିଲା।
https://twitter.com/ANI/status/1344249207541043201?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।